ପ୍ରମୁଖ ଖବର
  • ରାଜକୋଟ: ଶେଷ ଦିନିକିଆରେ ଅଷ୍ଟ୍ରେଲିଆ ବିଜୟୀ, ୨-୧ରେ ସିରିଜ୍‌ ଜିତିଲା ଭାରତ
  • ||
  • ନାରାୟଣପାଟଣା : କେସେଲା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ମୃତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନ ନବୀକରଣ ମାମଲାର ସିବିଆଇ ତଦନ୍ତ ପାଇଁ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ
  • ||
  • ରାଜକୋଟ: ରନ୍‌ ବର୍ଷା କଲା ଅଷ୍ଟ୍ରେଲିଆ ଟିମ୍‌, ଭାରତ ଆଗରେ ୩୫୩ ରନ୍‌ର ବିଜୟ ଲକ୍ଷ୍ୟ
  • ||
  • ଇମ୍ଫାଲ୍: ମଣିପୁର ପୁଣି ଅଶାନ୍ତ, ରାଜ୍ୟର ୧୯ ଥାନାକୁ ଛାଡ଼ି ସବୁ ଅଶାନ୍ତ ଅଞ୍ଚଳ ଘୋଷଣା, ଇଣ୍ଟରନେଟ୍ ବନ୍ଦ
  • ||
  • ଇରାକ: ବିବାହ ଉତ୍ସବରେ ଭୟାବହ ଅଗ୍ନିକାଣ୍ଡ, ବର-କନ୍ୟାଙ୍କ ସମେତ ଜଳିଗଲେ ୧୦୦ ଲୋକ
  • ||
  • ଚନ୍ଦାହାଣ୍ଡି : ଘାଟିରେ ଓଲଟିଲା ସ୍କୁଲ୍ ବସ୍, ପିଇଟି ଶିକ୍ଷକ ମୃତ, ୨୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଆହତ
  • ||
  • ମାଲକାନଗିରି : ଅକ୍ଟୋବର ୨ରେ ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ, ଲକ୍ଷ୍ମୀ ବସ୍ ଯୋଜନାର କରିବେ ଶୁଭାରମ୍ଭ
  • ||

ପ୍ରଖ୍ୟାତ ଲେଖିକା ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ ସମ୍ପନ୍ନ

ନୂଆଦିଲ୍ଲୀ, ୧୮/୦୯ : ପଞ୍ଚଭୂତରେ ବିଲୀନ ହେଲେ ପ୍ରଖ୍ୟାତ ଲେଖିକା ଗୀତା ମେହେଟ୍ଟା। ନୂଆଦିଲ୍ଲୀ ଲୋଧି ରୋଡ୍ ସ୍ଥିତ ଶ୍ମଶାନ ଘାଟରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବଡ଼ ଭାଇ ପ୍ରେମ ପଟ୍ଟନାୟକ ଏବଂ ଅନ୍ୟ ଆତ୍ମୀୟ ସ୍ଵଜନ ଉପସ୍ଥିତ ଅଛନ୍ତି। 

ବିିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ  ୮୦ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ ବାସଭବନରେ ପରଲୋକ ହୋଇଥିଲା। ଗୀତା ମେହେଟ୍ଟା ହେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ। ଗୀତାଙ୍କ ସ୍ବାମୀ ସୋନି ମେହେଟ୍ଟାଙ୍କର ୨୦୧୯ରେ ଦେହାନ୍ତ ହୋଇଥିଲା। ଗୀତା ୨୦୧୯ରେ ପଦ୍ମଶ୍ରୀ ପୁରସ୍କାର ଫେରାଇ ଚର୍ଚ୍ଚାରେ ରହିଥିଲେ। ଯଦିଓ ଗୀତା ଆଗରୁ ଆମେରିକାରେ ରହୁଥିଲେ, ସ୍ବାମୀଙ୍କ ଦେହାନ୍ତ ପରେ ସେ ଆମେରିକା ଛାଡ଼ି ଦିଲ୍ଲୀ ଚାଲି ଆସିଥିଲେ। ଦିଲ୍ଲୀରେ ଜନ୍ମ ହୋଇଥିବା ଗୀତା ଏକାଧାରରେ ଜଣେ ଲେଖିକା, ଡକ୍ୟୁମେଣ୍ଟାରୀ ଫିଲ୍ମ ନିର୍ମାତା ଓ ସାମ୍ବାଦିକା ଥିଲେ।  


PrameyaOdia
Geeta Mehta

Copyright © 2022 - Summa Real Media Private Limited. All Rights Reserved.