ପ୍ରମୂଖ ଖବର
  • ୩ ଓ୍ବିକେଟ୍ ହରାଇ ସେମି ଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକା, ୱେଷ୍ଟଇଣ୍ଡିଜ୍‌ର ବିଶ୍ୱକପ୍ ସ୍ୱପ୍ନ ଧୂଳିସାତ୍
  • ||
  • ଅଷ୍ଟାଦଶ ଲୋକସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ
  • ||
  • ରୁଙ୍ଗଟା କାରଖାନାରେ ଅଘଟଣ, ଲୁହା ପ୍ଲେଟ୍ ଚାପି ହୋଇ ୨ ଶ୍ରମିକ ମୃତ
  • ||
  • ରି ଚେକିଂ ହେବ ୧୮ ହଜାର ମାଟ୍ରିକ୍‌ ଖାତା, ବୋର୍ଡରେ ଆବେଦନ କରିଛନ୍ତି ୫ ହଜାର ପରୀକ୍ଷାର୍ଥ
  • ||
  • କେନ୍ଦୁଝର: ରାସ୍ତା ପାରି ହେଉଥିବା ବେଳେ ମାଡ଼ିଗଲା ଟ୍ରକ୍, ମହିଳା ମୃତ
  • ||
  • ଭୋଗରାଇ: ବଙ୍ଗୀୟ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସହଯୋଗୀ ଫେରାର୍
  • ||
  • ସୁପର ୮ରେ ଭାରତ-ଅଷ୍ଟ୍ରେଲିଆ ବଡ଼ ଲଢ଼େଇ: ନେଟ୍‌ ରନରେଟ୍‌ ହେବ ଖେଳ, ଖଳନାୟକ ସାଜିପାରେ ବର୍ଷା
  • ||
  • ସୋମବାରଠୁ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ:୨୬ରେ ବାଚସ୍ପତି ନିର୍ବାଚନ, ୨୭ରେ ରାଜ୍ୟ ସଭା ବୈଠକ
  • ||
  • ଓଡ଼ିଶାର ୩୦ ଜିଲ୍ଲାକୁ ସମ୍ପୂର୍ଣ୍ଣ ଛୁଇଁଲା ମୌସୁମୀ ବାୟୁ, ଆସନ୍ତା ୩ ଦିନ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ସେପ୍ଟେମ୍ବର ୮ରୁ ଦିଲ୍ଲୀରେ ସମସ୍ତ ସ୍କୁଲ-କଲେଜ ବନ୍ଦ, ୩ ଦିନିଆ ଛୁଟି ଘୋଷଣା

ନୂଆଦିଲ୍ଲୀ ୦୭/୦୯: ଜି-୨୦ ସମ୍ମିଳନୀ ପାଇଁ ଦିଲ୍ଲୀରେ ଆସନ୍ତା ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍କୁଲ-କଳେଜ, ଅଫିସ୍‌ ଆଦି ବନ୍ଦ ରହିବ। ଏ ନେଇ ଦିଲ୍ଲୀ ଶିକ୍ଷାମନ୍ତ୍ରୀ ଆତିଶି ମାର୍ଲେନା ବୁଧବାର ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । 

ଦିଲ୍ଲୀର ଭାରତ ମଣ୍ଡପମ୍‌ କନ୍‌ଭେନ୍ସନ ସେଣ୍ଟରରେ ଜି-୨୦ ସମ୍ମିଳନୀ ହେବାକୁ ଥିବାବେଳେ ବହୁସଂଖ୍ୟାରେ ବିଦେଶୀ ଅତିଥି ଜାତୀୟ ରାଜଧାନୀରେ ଏକାଠି ହେବେ । ସେଥିଲାଗି  ଶିକ୍ଷାନୁଷ୍ଠାନ ବନ୍ଦ ନିଷ୍ପତ୍ତି ନିଆଯାଇଥିବା ଆତିଶି କହିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.