ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

କଣ୍ଟେଇମୁଣ୍ଡି ବାଇଗଣକୁ ଜିଆଇ ଟ୍ୟାଗ୍, କଣ୍ଟିଲୋର ଚାଷୀ ସଂଗଠନ କରିଥିଲା ଆବେଦନ

ଭୁବନେଶ୍ବର, ୧/୯ : ନୟାଗଡ଼ର ସ୍ବତନ୍ତ୍ର କିସମର କଣ୍ଟାଯୁକ୍ତ କଣ୍ଟେଇମୁଣ୍ଡି ବାଇଗଣକୁ ମିଳିଲା ଜିଆଇ ଟ୍ୟାଗ୍ । ୨୦୨୧ମସିହାରେ କଣ୍ଟିଲୋ ବାଣପୁରର ନୀଳମାଧବ କୃଷି ସଂଗଠନ କରିଥିଲା ଆବେଦନ । ଜିଆଇ ଟ୍ୟାଗ୍ ପାଇଁ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି । 

ପ୍ରକାଶ ଯେ, ଖଣ୍ଡପଡା ବ୍ଲକର କଣ୍ଟିଲୋ ମହାନଦୀ କୂଳେ କୂଳେ କଣ୍ଟେଇମୁଣ୍ଡି ବାଇଗଣ କାହିଁ କେଉଁ କାଳରୁ ଚାଷ ହୋଇ ଆସୁଛି । 

  • nayagarh
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.