ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି କ୍ରିକେଟ୍ ବିଶ୍ୱକପ୍ ୨୦୨୪: ସେଣ୍ଟ୍‌ଭିନ୍‌ସେଣ୍ଟରେ ସାମ୍ନାସାମ୍ନି ହେବେ ବାଂଲାଦେଶ- ନେଦରଲାଣ୍ଡ୍‌ସ
  • ||
  • ଜୁନ୍ ୧୮ରେ ବାରାଣସୀ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ତୃତୀୟ ପାଳିରେ ହେବ ପ୍ରଥମ ଗସ୍ତ
  • ||
  • ଅରୁଣାଚଳର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ପେମା ଖାଣ୍ଡୁ, ସମାରୋହରେ ସାମିଲ୍ ହେବେ ଜେପି ନଡ୍ଡା, ଅମିତ ଶାହ
  • ||
  • ବିଧାୟକ ପଦରୁ ସପା ମୁଖ୍ୟ ଅଖିଳେଶ ଯାଦବଙ୍କ ଇସ୍ତଫା
  • ||
  • ପୁରୀ : ଖୋଲିଲା ଶ୍ରୀମନ୍ଦିର ୪ ଦ୍ବାର, ମଙ୍ଗଳ ଆଳତି ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||

କଣ୍ଟେଇମୁଣ୍ଡି ବାଇଗଣକୁ ଜିଆଇ ଟ୍ୟାଗ୍, କଣ୍ଟିଲୋର ଚାଷୀ ସଂଗଠନ କରିଥିଲା ଆବେଦନ

ଭୁବନେଶ୍ବର, ୧/୯ : ନୟାଗଡ଼ର ସ୍ବତନ୍ତ୍ର କିସମର କଣ୍ଟାଯୁକ୍ତ କଣ୍ଟେଇମୁଣ୍ଡି ବାଇଗଣକୁ ମିଳିଲା ଜିଆଇ ଟ୍ୟାଗ୍ । ୨୦୨୧ମସିହାରେ କଣ୍ଟିଲୋ ବାଣପୁରର ନୀଳମାଧବ କୃଷି ସଂଗଠନ କରିଥିଲା ଆବେଦନ । ଜିଆଇ ଟ୍ୟାଗ୍ ପାଇଁ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି । 

ପ୍ରକାଶ ଯେ, ଖଣ୍ଡପଡା ବ୍ଲକର କଣ୍ଟିଲୋ ମହାନଦୀ କୂଳେ କୂଳେ କଣ୍ଟେଇମୁଣ୍ଡି ବାଇଗଣ କାହିଁ କେଉଁ କାଳରୁ ଚାଷ ହୋଇ ଆସୁଛି । 

  • nayagarh
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.