ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

କୋକସରାରେ ୩ଦଫା ଦାବି ନେଇ ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବିଇଓ ଅଫିସ ସମ୍ମୁଖରେ ଗଣ ଧାରଣା

କୋକସରା,୮/୯ :  ତିନି ଦଫା ଦାବି ପୂରଣ ଲାଗି ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କର ବିଇଓ ଅଫିସ ସମ୍ମୁଖରେ ଗଣ ଧାରଣା । ରାଜ୍ୟ ସଙ୍ଘର ନିଷ୍ପତ୍ତି କ୍ରମେ କୋକସରା ବ୍ଲକର ସମସ୍ତ ବର୍ଗର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନେଇ ସ୍ଥାନୀୟ ବିଇଓ ଅଫିସ୍ ସମ୍ମୁଖରେ ଗଣଧାରଣା ଦିଆଯାଇଛି । ଦାବି ଗୁଡ଼ିକ ମଧ୍ୟରେ ପ୍ରାଥମିକ ଶିକ୍ଷା କ୍ଷେତ୍ରରୁ ଠିକା ବ୍ୟବସ୍ଥା ଉଚ୍ଛେଦ, ଏକ୍ସ କ୍ୟାଡ଼ର ଶିକ୍ଷକମାନଙ୍କୁ କ୍ୟାଡ଼ର ଭୁକ୍ତ କରିବା ଏବଂ କଳା ଓ କ୍ରୀଡ଼ା ଶିକ୍ଷକମାନଙ୍କୁ ନିୟମିତ କରିବା, କେନ୍ଦ୍ରୀୟ ହାରରେ ଦରମା, ନୂତନ ପେନସନ ଯୋଜନାକୁ ଉଚ୍ଛେଦ କରି ପୁରୁଣା ପେନସନ ବ୍ୟବସ୍ଥା ପ୍ରଚଳନ ଭଳି  ଦାବିକୁ ନେଇ ପ୍ରତିବାଦ କରିଛନ୍ତି । 

ଏଥିରେ ପ୍ରାଥମିକ ଶିକ୍ଷକ ସଂଘ କୋକସରା ବ୍ଲକର ସଭାପତି ଭୁରିଶ୍ରବା ଜାଲ(ଏୟୁପିଟିଏଫ), ଜିଲ୍ଲା ସଭାପତି (ଏନପିଏସ,ଓପିଟିଏ) ସତ୍ୟବାନ ପାଣିଗ୍ରାହୀ, ବ୍ଲକ ଉପ ସଭାପତି ବିର କିଶୋର ନାଗ, ଜିଲ୍ଲା ଯୁଗ୍ମ ସମ୍ପାଦକ ଲିଙ୍ଗରାଜ ନାଏକ, ଜିଲ୍ଲା ସଂଯୋଜକ ସଞ୍ଜୀବ ପାଢୀ, ଜିଲ୍ଲା ସାଧାରଣ ସମ୍ପାଦକ ବୈକୁଣ୍ଠ ଜାଲ, ବ୍ଲକ ସଭାପତି(ଜେଟି) ସୁମନ ଅର୍ପିତ ପଣ୍ଡା, କୋଷାଧ୍ୟକ୍ଷ ଦିଲୀପ ସାହୁ ଓ ଅନ୍ୟ ଶିକ୍ଷକମାନେ ଉପସ୍ଥିତ ରହି ଧାରଣା ଦେଇ ପ୍ରତିବାଦ ସହ ରାଜ୍ୟ ସରକାର ଦାବି ନ ମାନିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବା ନେଇ କହିଛନ୍ତି ।

 

Kokasara

Copyright © 2022 - Summa Real Media Private Limited. All Rights Reserved.