ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବିପଦ ସଙ୍କୁଳ ଅବସ୍ଥାରେ ସରକାରୀ କୋଠା : ଅଘଟଣ ଆଶଙ୍କା

କାଶୀପୁର,୮/୧୨ : କାଶୀପୁର ବ୍ଲକ ଶଙ୍କରଡ଼ା ପଞ୍ଚାୟତ ଅନ୍ତର୍ଗତ ପଞ୍ଚାଳି ଗାଁରେ ଥିବା ଏକ ସରକାରୀ କୋଠା ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି । ଜନ ବସତି ଏବଂ ବିଦ୍ୟାଳୟ ନିକଟରେ ଥିବା ଏହି କୋଠାଟି ଯେ କୌଣସି ମୁହୂର୍ତ୍ତରେ ଭୁଶୁଡ଼ି ପଡ଼ିବାର ଆଶଙ୍କା ଥିବାରୁ ଗ୍ରାମବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି ।

ଭଙ୍ଗା ଅବସ୍ଥାରେକୋଠାର ଅପସାରଣନେଇ ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ ସତ୍ତ୍ୱେ କୌଣସି ପଦକ୍ଷେପ ନିଆ ଯାଇ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଜିଲ୍ଲାପାଳ ଏଥିରେ ହସ୍ତକ୍ଷେପ କରି ଆବଶ୍ୟକ ପଦକ୍ଷେପ ନେବାକୁ ଗ୍ରାମର ବିରଞ୍ଚି ଟାକରି ସହିତ ଅନ୍ୟମାନେ ନିବେଦନ କରିଛନ୍ତି ।

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.