ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ଆଜି ଓୟୁଟିଆର୍‌ରେ ପ୍ରଥମ ସମାବର୍ତ୍ତନ ଉତ୍ସବ, ସଭାପତିତ୍ୱ କରିବେ ରାଜ୍ୟପାଳ
  • ||
  • ମଙ୍ଗଳବାର ୟୁପି ରାଜ୍ୟସଭା ନିର୍ବାଚନ, ବିଜେପିକୁ ସମର୍ଥନ କରିବେ ରାଜା ଭୈୟା
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||
  • ୨୯ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ଉପସ୍ଥାପିତ ହେବ ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସ ୯ ଓ୍ବିକେଟ୍ ବିଜୟୀ, ୟୁପି ୱାରିୟର୍ସର ଦ୍ୱିତୀୟ ପରାଜୟ
  • ||
  • ବୁଧବାରଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଆଜି କାର୍‌କେଡ୍‌ ରିହର୍ସାଲ କରିବ ଓଡ଼ିଶା ପୁଲିସ୍‌
  • ||
  • ଶନିବାର ବାରବାଟୀ ଷ୍ଟାଡିୟମ୍‌ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ, ୪୧ଟି କ୍ରିକେଟ୍‌ ଏକାଡେମୀ ହେବ ଲୋକାର୍ପଣ
  • ||
  • ଆସନ୍ତା ୩ ତାରିଖ ଯାଏ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଜଗନ୍ନାଥ ପରିକ୍ରମା ପ୍ରକଳ୍ପ ୪୨୦୦ କୋଟି ଟଙ୍କାର ହିସାବ ଦେବାକୁ ହେବ : ନରସିଂହ ମିଶ୍ର

ଭୁବନେଶ୍ୱର, ୪।୦୨: ଆସନ୍ତା ବିଧାନସଭା ପାଇଁ କଂଗ୍ରେସ ହାତରେ ଲମ୍ଭା ତାଲିକା । ସରକାରଙ୍କୁ ଘେରିବାକୁ ବିଧାନସଭାରେ ମାଳ ମାଳ ପ୍ରସଙ୍ଗ ରହିଛି । କଂଗ୍ରେସ ପ୍ରସ୍ତୁତି ଆରମ୍ଭ କରିଛି । ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ଧର୍ମକୁ ନେଇ ରାଜନୀତି କରୁଛନ୍ତି । ଏକଥା ଗୃହରେ ଉଠେଇବ କଂଗ୍ରେସ । ଏହା ସହ ଜଗନ୍ନାଥ ପରିକ୍ରମା ପ୍ରକଳ୍ପ ୪୨୦୦ କୋଟି ଟଙ୍କାର ହିସାବ ଦେବାକୁ ହେବ ବୋଲି କହିଛି କଂଗ୍ରେସ ।  

ସେହିପରି ଜଗନ୍ନାଥଙ୍କୁ ଭିକାରୀ କରିଦେଲେ ରାଜ୍ୟ ସରକାର । ଏହା ସହ ସଂଗ୍ରହ ହୋଇଥିବା ଗୁଆ ଚାଉଳ କଥା ବି ଉଠିବ । ଏହା ସହ ସରକାରୀ ଟଙ୍କାରେ ରାଜନୀତି, ନୂଆ ଓ କାର୍ଯ୍ୟକ୍ରମରେ ନାଚଗୀତ, ନବୀନ ଓଡ଼ିଶାରେ ବିଜେଡି କର୍ମୀଙ୍କୁ ଠିକା କାମ ଦେଇ ସରକାରୀ ପଇସାରେ ରାଜନୀତି କରୁଛି ବିଜେଡି । ଶିକ୍ଷା ଓ ସ୍ଵାସ୍ଥ୍ୟ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି । ଆଞ୍ଚଳିକ ବୈଷମ୍ୟ,  ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ, ବେକାରୀ, ଦରଦାମ ବୃଦ୍ଧି କଥା ବି ଉଠେଇବ । ସେହିପରି ରାଜ୍ୟରେ ବିଜେପି ବିଜେଡ଼ି ଗୋଟାଏ ମୁଦ୍ରାର ଦୁଇ ପାର୍ଶ୍ଵ ଭଳି କାମ କରୁଛନ୍ତି ଏହି ପ୍ରସଙ୍ଗ ଉଠାଇ ଉଭୟ ବିଜେପି ଓ ବିଜେଡିକୁ କଂଗ୍ରେସ ଟାର୍ଗେଟ କରିବ ବୋଲି କହିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.