ପ୍ରମୂଖ ଖବର
  • ସିଙ୍ଗାପୁର ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ: କହିଲେ ଓଡ଼ିଶା ସହ ବଢିବ ସମ୍ପର୍କ, ବଢିବ ପୁଞ୍ଜି ନିବେଶ
  • ||
  • ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ ମାର୍ଗଦର୍ଶିକା, ଡିଜିଟାଇଜେସନ୍‌ ହେବ ସମସ୍ତ ଫାଇଲ୍‌ ଏବଂ ରେକର୍ଡ
  • ||
  • ଅଲକାଦିର ଟ୍ରଷ୍ଟ ଭ୍ରଷ୍ଟାଚାର ମାମଲା : ଇମରାନଙ୍କୁ ୧୪ ଏବଂ ପତ୍ନୀଙ୍କୁ ୭ ବର୍ଷ ଜେଲ୍‌ଦଣ୍ଡ
  • ||
  • ଶିମିଳିପାଳ ଜଗିବେ ୧ ପ୍ଳାଟୁନ୍‌ ପୁଲିସ, ଶିକାରୀ ପ୍ରବଣ ଗ୍ରାମରେ ହେବ ପାଟ୍ରୋଲିଂ
  • ||
  • କଟକ : ନବ ଦାସ ହତ୍ୟା ମାମଲା: ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ମାମଲା ରୁଜୁ
  • ||
  • ଭୁବନେଶ୍ୱର : ଭଙ୍ଗାହେଲା ବୈକୁଣ୍ଠ ଧାମ, ଆଶ୍ରମ ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥା
  • ||
  • ରାୟଗଡ଼ା : ଧୁମାଗୁଡ଼ା ଗାଁରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ଶନିବାର ଦିନିକିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ସମ୍ୱଲପୁର : ନବଦାସଙ୍କ ଭାଇଙ୍କ ଘରେ ବଡ଼ ଧରଣର ରେଡ୍‌, ତନାଘନା କରୁଛି ଆୟକର ଟିମ୍‌
  • ||
  • ଗଞ୍ଜାମ : କେନାଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ବଢିଲା ପାରିଶ୍ରମିକ, ଏବେ ମିଳିବ ୧୬ ହଜାର
  • ||
  • ଚାନ୍ଦବାଲି : ଗ୍ରାହକଙ୍କ ଆକାଉଣ୍ଟରୁ ଆପେ ଆପେ ଗୋଲ୍ ହେଉଛି ଟଙ୍କା, ଚିନ୍ତାରେ ଗ୍ରାହକ
  • ||
  • ଦିଗପହଣ୍ଡି : ଦ୍ରୁତଗତିରେ ଆସି ଓଲଟିଲା କଣ୍ଟେନର: ଅଳ୍ପକେ ବର୍ତ୍ତିଲେ ଲୋକେ, ଡ୍ରାଇଭର ଗିରଫ
  • ||
  • ଜମ୍ମୁ-କାଶ୍ମୀରରେ ରହସ୍ୟମୟ ରୋଗରେ ୧୫ ଶିଶୁ ମୃତ, ତଦନ୍ତ ଲାଗି ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ ଗଠନ
  • ||
  • ରାଜଧାନୀରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି,ଏୟାରପୋର୍ଟରେ ଭବ୍ୟ ସ୍ବାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ
  • ||

ଜଗନ୍ନାଥ ପରିକ୍ରମା ପ୍ରକଳ୍ପ ୪୨୦୦ କୋଟି ଟଙ୍କାର ହିସାବ ଦେବାକୁ ହେବ : ନରସିଂହ ମିଶ୍ର

Published By : Prameya | February 4, 2024 1:17 PM

ଭୁବନେଶ୍ୱର, ୪।୦୨: ଆସନ୍ତା ବିଧାନସଭା ପାଇଁ କଂଗ୍ରେସ ହାତରେ ଲମ୍ଭା ତାଲିକା । ସରକାରଙ୍କୁ ଘେରିବାକୁ ବିଧାନସଭାରେ ମାଳ ମାଳ ପ୍ରସଙ୍ଗ ରହିଛି । କଂଗ୍ରେସ ପ୍ରସ୍ତୁତି ଆରମ୍ଭ କରିଛି । ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ଧର୍ମକୁ ନେଇ ରାଜନୀତି କରୁଛନ୍ତି । ଏକଥା ଗୃହରେ ଉଠେଇବ କଂଗ୍ରେସ । ଏହା ସହ ଜଗନ୍ନାଥ ପରିକ୍ରମା ପ୍ରକଳ୍ପ ୪୨୦୦ କୋଟି ଟଙ୍କାର ହିସାବ ଦେବାକୁ ହେବ ବୋଲି କହିଛି କଂଗ୍ରେସ ।  

ସେହିପରି ଜଗନ୍ନାଥଙ୍କୁ ଭିକାରୀ କରିଦେଲେ ରାଜ୍ୟ ସରକାର । ଏହା ସହ ସଂଗ୍ରହ ହୋଇଥିବା ଗୁଆ ଚାଉଳ କଥା ବି ଉଠିବ । ଏହା ସହ ସରକାରୀ ଟଙ୍କାରେ ରାଜନୀତି, ନୂଆ ଓ କାର୍ଯ୍ୟକ୍ରମରେ ନାଚଗୀତ, ନବୀନ ଓଡ଼ିଶାରେ ବିଜେଡି କର୍ମୀଙ୍କୁ ଠିକା କାମ ଦେଇ ସରକାରୀ ପଇସାରେ ରାଜନୀତି କରୁଛି ବିଜେଡି । ଶିକ୍ଷା ଓ ସ୍ଵାସ୍ଥ୍ୟ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି । ଆଞ୍ଚଳିକ ବୈଷମ୍ୟ,  ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ, ବେକାରୀ, ଦରଦାମ ବୃଦ୍ଧି କଥା ବି ଉଠେଇବ । ସେହିପରି ରାଜ୍ୟରେ ବିଜେପି ବିଜେଡ଼ି ଗୋଟାଏ ମୁଦ୍ରାର ଦୁଇ ପାର୍ଶ୍ଵ ଭଳି କାମ କରୁଛନ୍ତି ଏହି ପ୍ରସଙ୍ଗ ଉଠାଇ ଉଭୟ ବିଜେପି ଓ ବିଜେଡିକୁ କଂଗ୍ରେସ ଟାର୍ଗେଟ କରିବ ବୋଲି କହିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.