ପ୍ରମୁଖ ଖବର
  • ମୁମ୍ବାଇ: ମଝି ସମୁଦ୍ରରେ ହୁତୁହୁତୁ ହୋଇ ଜଳିଗଲା ବିଳାସପୂର୍ଣ୍ଣ ବୋଟ, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ
  • ||
  • ପାରାଦୀପ: ବିଦେଶୀ ଜାହାଜରେ ୨୨୦ କୋଟିର କୋକେନ୍‌ ଜବତ ମାମଲା, କ୍ରୁ ମେମ୍ବରଙ୍କୁ ଜେରା କରୁଛି ଏନ୍‌ସିବି ଟିମ୍‌
  • ||
  • ଭୁବନେଶ୍ୱର: ଚାକିରୀରୁ ବିଦା ହେଲେ ବୈପାରୀଗୁଡ଼ା ଥାନା IIC, ୩୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଜବତ କରିଥିଲା ଭିଜିଲାନ୍ସ
  • ||
  • ଆଜି ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: ପ୍ରଦୂଷଣ କମାନ୍ତୁ, ପ୍ରକୃତି ବଞ୍ଚାନ୍ତୁ
  • ||
  • ଭୁବନେଶ୍ୱର: ପାହାଳରେ ଟ୍ରକ୍‌କୁ ପିଟିଲା କାର୍, ଡ୍ରାଇଭରଙ୍କ ସହ ୩ ମୃତ
  • ||
  • ଭୁବନେଶ୍ୱର: ଆଜିଠୁ ଏମ୍‌ଆର୍‌ଏଫ୍‌ଟି ଆବେଦନ ଆରମ୍ଭ, ୩୦୦ ପିଲାଙ୍କୁ ମିଳିବ ଗବେଷଣା ପାଇଁ ଛାତ୍ରବୃତ୍ତି
  • ||
  • ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ, ୩ରେ ନେବ ବାତ୍ୟା ରୂପ: ୫ରୁ ପ୍ରବଳ ବର୍ଷା ସମ୍ଭାବନା, ଫସଲ ନଷ୍ଟ ଆଶଙ୍କା
  • ||
  • ଭୁବନେଶ୍ୱର: ୱାଟ୍‌କୋ ଦାଦାଗିରି: ରାତିଅଧିଆ ବନ୍ଦ କରିଦେଲେ ଗଣ୍ଡମୁଣ୍ଡା-ଜାଗମରା ରାସ୍ତା, ଇଟାଲୀରେ ମଉଜ କରୁଛନ୍ତି ଯନ୍ତ୍ରୀ
  • ||
  • ଭୁବନେଶ୍ୱର: ଏଲ୍‌-ନିନୋ ପ୍ରଭାବ: ଏ ବର୍ଷ ଶୀତ ପ୍ରକୋପ ପୂରା କମ୍‌, ଫେବ୍ରୁଆରୀରୁ ମାଡ଼ି ଆସିବ ତାତି
  • ||

ଭିଜିଲାନ୍ସ ଜାଲରେ ଆୟୁର୍ବେଦିକ୍ ହସ୍ପିଟାଲ୍ ଅଧ୍ୟକ୍ଷ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ

ବଲାଙ୍ଗୀର, ୦୯/୧୧ : ଭିଜିଲାନ୍ସ ଜାଲରେ ବଲାଙ୍ଗିର ସରକାରୀ ଆୟୁର୍ବେଦିକ୍ ହସ୍ପିଟାଲ୍ ଅଧ୍ୟକ୍ଷ। ଡାକ୍ତର ସୁଦର୍ଶନ ବେହେରାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରିଛି।

ପୁରୀ, ସମ୍ବଲପୁର ଏବଂ ବଲାଙ୍ଗିରର ୬ଟି ସ୍ଥାନରେ ଚଢାଉ ଜାରି ରହିଛି। ଏଥିରେ ୬ଜଣ ଡିଏସପି, ୧୫ ଜଣ ଇନ୍ସପେକ୍ଟରଙ୍କ ସହ ଅନ୍ୟ ଭିଜିଲାନ୍ସ କର୍ମଚାରୀ ସାମିଲ ହୋଇଛନ୍ତି। ଏନେଇ ଭିଜିଲାନ୍ସ ନିର୍ଦ୍ଦେଶକ ଯଶୋବନ୍ତ ଜେଠୱା ସୂଚନା ଦେଇଛନ୍ତି।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.