ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୭,୪୦୦ ରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି
  • ||
  • ଭଦ୍ରକ : ସାଲାଇନ ନଦେବାରୁ ଫାର୍ମାସିଷ୍ଟଙ୍କୁ ନିସ୍ତୁକ ମାଡ଼, ଜଣେ ଅଟକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ଅମିନ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ
  • ||
  • ଦ୍ୱାରାଶୁଣି ଘାଟିରେ ଖସିଲା ପିଆଜ ବୋଝଇ ଟ୍ରକ,ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • କଟକ: ଶେଷ ହେଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା, ଏବେ ରେଜଲ୍ଟକୁ ଅପେକ୍ଷା
  • ||
  • ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ନବୀନ, ଓ ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀ
  • ||
  • କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲା, ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ
  • ||
  • ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଚିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଦୀର୍ଘ ଏକଘଣ୍ଟା ପରେ ଉଦ୍ଧାର ହେଲେ ୩୦ ଯାତ୍ରୀ
  • ||
  • ମଙ୍ଗଳବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ରାଜ୍ୟବାସୀଙ୍କୁ ଦେବେ ୧୯,୬୦୦ କୋଟିର ପ୍ରକଳ୍ପ ଭେଟି
  • ||
  • ପୁଲିସକୁ ଢେଲାମାରି ହତ୍ୟା ଉଦ୍ୟମ ଅଭିଯୋଗ: ଦୁର୍ଦ୍ଦାନ୍ତ ପାକା ଗିରଫ, ଭାଇ ଫେରାର
  • ||
  • ଆଜି ସରିବ ମାଟ୍ରିକ୍‌ ପରୀକ୍ଷା: ଭାଇରାଲ୍‌ ଓ ଲିକ୍‌ ଗୁଜବର ଘଟୁନି ଅନ୍ତ, କ୍ରାଇମ୍‌ବ୍ରାଞ୍ଚ୍‌ରେ ବୋର୍ଡ ଏତଲାର ଫଳ ଶୂନ୍ୟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସର ଦମଦାର ପ୍ରଦର୍ଶନ, ଗୁଜରାଟକୁ ୨୫ରନ୍‌ରେ ହରାଇଲା
  • ||
  • କଳାହାଣ୍ଡିରେ ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ୨୦ ଫୁଟ୍‌ର ଘାଇ, ଦେପୁରରେ କୃତ୍ରିମ ବନ୍ୟା
  • ||
  • ରାଜ୍ୟରେ ବଦଳିବ ପାଣିପାଗ ମିଜାଜ: ଆଜିଠୁ କମିବ ତାତି, ୭ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

୨୦୨୪ରେ ଏହି ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଚମକାଇବେ ଶନି ଦେବ, ଜାଣନ୍ତୁ ଆପଣ ଅଛନ୍ତି କି ସାମିଲ

ନୂଆଦିଲ୍ଲୀ ୦୪/୧୨: କର୍ମଫଳ ଦାତା ଶନି ଦେବ। ଜ୍ୟୋତିଷ ଶାସ୍ତ୍ରରେ ଶନି ଦେବଙ୍କୁ ଗୁରୁତ୍ୱପୂର୍ଣ୍ଣ ଭାବେ ବିବେଚନା କରାଯାଏ। ଶନି ଏବେ କୁମ୍ଭ ରାଶିରେ ଅଛନ୍ତି ଏବଂ ୨୦୨୪ ରେ ମଧ୍ୟ ଏହି ରାଶିରେ ରହିବେ। ଆଗାମୀ ବର୍ଷ ଶନି କିଛି ରାଶିର ବ୍ୟକ୍ତିଙ୍କୁ ବିଶେଷ ଲାଭ ଦେବେ। ଆସନ୍ତୁ ଜାଣିବା ସେହି ରାଶିଗୁଡିକ ବିଷୟରେ... 

ବୃଷ- ଆଗାମୀ ବର୍ଷ ଶନି ବୃଷ ରାଶିର ଲୋକଙ୍କୁ ଶୁଭ ଫଳାଫଳ ଦେବେ। ଆପଣଙ୍କୁ ଉଚ୍ଚ ପଦ ଏବଂ ମାନ-ସମ୍ମାନରେ ଲାଭ ହେବ।

କର୍କଟ- ଆପଣଙ୍କ ଉପରେ ଶନିଙ୍କ ଶୁଭ ଦୃଷ୍ଟି ରହିବ। ଶନିଙ୍କ ପ୍ରଭାବରୁ ଆପଣଙ୍କ ବ୍ୟକ୍ତିତ୍ୱ ପ୍ରଭାବଶାଳୀ ରହିବ।

କନ୍ୟା- ୨୦୨୪ରେ ଆପଣଙ୍କୁ କୌଣସି କାର୍ଯ୍ୟରେ ବଡ ସଫଳତା ମିଳିବ। ଆପଣଙ୍କୁ ରାଜକୀୟ ସୁଖ ମିଳିବ।

ତୁଳା- ଏହି ରାଶି ଲୋକଙ୍କର ସମାଜରେ ମାନ-ସମ୍ମାନ ବଢିବ। ଶନିଙ୍କ କୃପାରୁ ଧନ-ଦୌଲତ ପ୍ରାପ୍ତି ହେବ।

କୁମ୍ଭ- ଏହି ରାଶିର ଲୋକଙ୍କ ଜୀବନରେ ଧନ-ସମୃଦ୍ଧି ଆସିବ। ଶନିଙ୍କ କୃପାରୁ ଆର୍ଥିକ ଲାଭ ହେବ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.