ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ସୁପର-୮ ରାଉଣ୍ଡ ଚୂଡ଼ାନ୍ତ, ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ବାଂଲାଦେଶକୁ ଭେଟିବ ଭାରତ
  • ||
  • କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା, ଓସେପା ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ
  • ||
  • ବାଲେଶ୍ୱର: ଆଇନ ଶୃଙ୍ଖଳା ମାନିବା ସହ ଶାନ୍ତି ବଜାୟ ରଖିବାକୁ ଏସପି ସାଗରିକା ନାଥଙ୍କ ଅନୁରୋଧ
  • ||
  • ଭୁବନେଶ୍ୱର: ପଥରବନ୍ଦ ବସ୍ତିରେ ଗୋଷ୍ଠୀ ସଂଘର୍ଷ, ଘଟଣାସ୍ଥଳରେ ପୋଲିସ ମୁତୟନ
  • ||
  • ଜୁନ୍‌ ୨୦ରେ ବାଚସ୍ପତି ନିର୍ବାଚନ, ଖୁବ୍‌ଶୀଘ୍ର କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା
  • ||
  • ଅସଲି ପୋଲିସ ହାତରେ ଧରାପଡ଼ିଲା ନକଲି ସିବିଆଇ ପୋଲିସ, ଲୋକଙ୍କଠୁ ଲୁଟୁଥିଲା ଲକ୍ଷାଧିକ ଟଙ୍କା
  • ||
  • ଖୋଲିଲା ସ୍କୁଲ, ଅଧା ଜିଲ୍ଲାରେ ସକାଳୁ କ୍ଲାସ ଆରମ୍ଭ, ୧୧ ଜିଲ୍ଲାରେ ୨୦ ଯାଏ ସ୍କୁଲ ବନ୍ଦ
  • ||
  • ମଙ୍ଗଳବାର, ବୁଧବାର ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାସ୍ପପତି, ୨୦ ନୂଆ ବାଚସ୍ପତି ନିର୍ବାଚନ
  • ||
  • ଅଶାନ୍ତ ବାଲେଶ୍ୱର: ଗୋଷ୍ଠୀ ସଂଘର୍ଷ ପାଇଁ କର୍ଫ୍ୟୁ, ୨୪ ଘଣ୍ଟା ବନ୍ଦ ରହିବ ଦୋକାନ ବଜାର
  • ||
  • ରାଜ୍ୟରେ ୪୨% ନିଅଣ୍ଟିଆ ବର୍ଷା, ୩ ଜିଲ୍ଲାରେ ସ୍ୱାଭାବିକ, ୨୬ ଜିଲ୍ଲାରେ ନିଅଣ୍ଟିଆ: ୪ ଦିନ ଭିତରେ ମୌସୁମୀ ଅଗ୍ରସର ହେବ
  • ||

ହାସନ୍‌ ଓ ହ୍ରିଦୟଙ୍କ ଅର୍ଦ୍ଧଶତକ; ୨୬୫ରେ ଅଟକିଲା ବାଂଲାଦେଶ ସ୍କୋର, ଭାରତ ଆଗରେ ୨୬୬ ଟାର୍ଗେଟ

Image courtsy: ABP live

କଲୋମ୍ବୋ,୧୫/୦୯: ଏସିଆ କପ୍‌ ୨୦୨୩ର ସୁପର ୪ ପର୍ଯ୍ୟାୟର ୬ଷ୍ଠ ମ୍ୟାଚ୍‌ କଲୋମ୍ବୋର ଆର. ପ୍ରେମାଦାସା ଷ୍ଠାଡିୟମରେ ଖେଳାଯାଇଛି। ତେବେ ପ୍ରଥମେ ବ୍ୟାଟିଂ କରି ବାଂଲାଦେଶ ନିର୍ଦ୍ଧାରିତ ଓଭରରେ ୮ ଓ୍ବିକେଟ ହରାଇ ୨୬୫ ରନ୍‌ କରିଥିବା ବେଳେ ଟିମ୍‌ ଇଣ୍ଡିଆ ଆଗରେ ୨୬୬ରନ୍‌ର ବିଜୟ ଲକ୍ଷ୍ୟ ରଖିଛି। ବାଂଲାଦେଶ ପକ୍ଷରୁ ଅଧିନାୟକ ସାକିବ୍‌ ଊଲ୍‌ ହକ୍‌ ସର୍ବାଧିକ ୮୦ ରନ୍‌ କରିଥିବା ବେଳେ ତୋହିଡ୍‌ ହ୍ରିଦୟ ଏକ ଅର୍ଦ୍ଧଶତକୀୟ ପାଳି ଖେଳିଛନ୍ତି। ଏପଟେ ଭାରତ ପକ୍ଷରୁ ଶାର୍ଦ୍ଦୁଲ ଠାକୁର ତିନୋଟି ଓ ମହମ୍ମଦ ସାମି ଦୁଇଟି ଓ୍ବିକେଟ ନେଇଛନ୍ତି। ରବିନ୍ଦ୍ର ଜାଡ଼େଜା, ଅକ୍ଷର ପଟେଲ ଏବଂ ପ୍ରସିଦ୍ଧ କୃଷ୍ଣା ଗୋଟିଏ ଲେଖାଏଁ ଓ୍ବିକେଟ ନେଇଛନ୍ତି। ଏବେ ଭାରତ ୨୬୬ ରନ୍‌ର ବିଜୟ ଲକ୍ଷ୍ୟକୁ ନଜରରେ ରଖି ମଇଦାନକୁ ଓହ୍ଲାଇବ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.