ପ୍ରମୁଖ ଖବର
  • ରାଜକୋଟ: ଶେଷ ଦିନିକିଆରେ ଅଷ୍ଟ୍ରେଲିଆ ବିଜୟୀ, ୨-୧ରେ ସିରିଜ୍‌ ଜିତିଲା ଭାରତ
  • ||
  • ନାରାୟଣପାଟଣା : କେସେଲା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ମୃତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନ ନବୀକରଣ ମାମଲାର ସିବିଆଇ ତଦନ୍ତ ପାଇଁ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ
  • ||
  • ରାଜକୋଟ: ରନ୍‌ ବର୍ଷା କଲା ଅଷ୍ଟ୍ରେଲିଆ ଟିମ୍‌, ଭାରତ ଆଗରେ ୩୫୩ ରନ୍‌ର ବିଜୟ ଲକ୍ଷ୍ୟ
  • ||
  • ଇମ୍ଫାଲ୍: ମଣିପୁର ପୁଣି ଅଶାନ୍ତ, ରାଜ୍ୟର ୧୯ ଥାନାକୁ ଛାଡ଼ି ସବୁ ଅଶାନ୍ତ ଅଞ୍ଚଳ ଘୋଷଣା, ଇଣ୍ଟରନେଟ୍ ବନ୍ଦ
  • ||
  • ଇରାକ: ବିବାହ ଉତ୍ସବରେ ଭୟାବହ ଅଗ୍ନିକାଣ୍ଡ, ବର-କନ୍ୟାଙ୍କ ସମେତ ଜଳିଗଲେ ୧୦୦ ଲୋକ
  • ||
  • ଚନ୍ଦାହାଣ୍ଡି : ଘାଟିରେ ଓଲଟିଲା ସ୍କୁଲ୍ ବସ୍, ପିଇଟି ଶିକ୍ଷକ ମୃତ, ୨୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଆହତ
  • ||
  • ମାଲକାନଗିରି : ଅକ୍ଟୋବର ୨ରେ ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ, ଲକ୍ଷ୍ମୀ ବସ୍ ଯୋଜନାର କରିବେ ଶୁଭାରମ୍ଭ
  • ||

ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି; ଚୁଡ଼ାନ୍ତ ଏକାଦଶରେ ବଡ଼ ପରିବର୍ତ୍ତନ

Image Courtesy: Asia cup Twitter

କଲୋମ୍ବୋ,୧୨/୦୯: ମଙ୍ଗଳବାର ଏସିଆ କପ୍ ୨୦୨୩ ରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ କଲମ୍ବୋର ଆର.ପ୍ରେମଦାସା ଷ୍ଟାଡିୟମରେ ସୁପର -୪ ଚତୁର୍ଥ ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଦଳ ଟସ୍‌ ଜିତିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଦଳ ଏହାର ଚୁଡ଼ାନ୍ତ ଏକାଦଶରେ ଗୋଟିଏ ପରିବର୍ତ୍ତନ କରି ଶାର୍ଦ୍ଦୁଲ ଠାକୁରଙ୍କ ସ୍ଥାନରେ ଅକ୍ଷର ପଟେଲଙ୍କୁ ସାମିଲ କରିଛି। ଉଲ୍ଲେଖଯୋଗ୍ୟ ଯେ, ସୁପର -୪ ରେ ଉଭୟ ଦଳ ପ୍ରଥମ ମ୍ୟାଚ୍ ଜିତିଛନ୍ତି। ଭାରତ ପାକିସ୍ତାନକୁ ପରାସ୍ତ କରିଥିବାବେଳେ ଶ୍ରୀଲଙ୍କା ବାଂଲାଦେଶ ବିପକ୍ଷରେ ଏକ ଚମତ୍କାର ବିଜୟ ହାସଲ କରିଥିଲା।

ଟିମ୍‌ ଇଣ୍ଡିଆର ଚୁଡ଼ାନ୍ତ ଏକାଦଶ: 

ରୋହିତ ଶର୍ମା (ଅଧିନାୟକ), ଶୁଭମାନ ଗିଲ, ବିରାଟ କୋହଲି, କେ.ଏଲ୍ ରାହୁଲ, ଇଶାନ କିଶନ (ୱିକେଟ୍ କିପର), ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ଅକ୍ଷର ପଟେଲ, କୁଲଦୀପ ଯାଦବ, ମହମ୍ମଦ ସିରାଜ, ଜସପ୍ରୀତ ବୁମ୍ରା

ଶ୍ରୀଲଙ୍କାର ଚୁଡ଼ାନ୍ତ ଏକାଦଶ:

ପୃଥମ୍ ନିସାଙ୍କା, ଡିମୁଥ୍ କରୁଣାରତ୍ନେ, କୁସାଲ ମେଣ୍ଡିସ୍ (ୱିକେଟ୍ କିପର), ସଦିରା ସମରୱିକ୍ରମା, ଚରିଥ ଆସାଲଙ୍କା, ଧନଞ୍ଜୟ ଡି ସିଲଭା, ଦାସୁନ୍ ଶନାକା (ଅଧିନାୟକ), ଡୁନିଥ୍ ବେଲ୍ଲାଗେ, ମହେଶ ଟିକ୍ଷଣା, କସୁନ୍ ରଜିଥା, ମାଥିଶା ପାଥିରାନା

Asia cup 2023
super 4
4th match

Copyright © 2022 - Summa Real Media Private Limited. All Rights Reserved.