ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

କଲମ୍ବୋରେ କମାଲ କଲେ ବୋଲର, ଏସିଆ କପ୍‌ ଫାଇନାଲ୍‌ରେ ଟିମ୍‌ ଇଣ୍ଡିଆ

କଲୋମ୍ବୋ ୧୨/୦୯: ଆଜି କଲମ୍ବୋରେ ବୋଲରଙ୍କ ମ୍ୟାଜିକ୍‌ । ବିଜୟୀ ହେଲା ଭାରତ । ରୋମାଞ୍ଚକର ମ୍ୟାଚରେ ବିଜୟ ହାସଲ କଲା ଟିମ୍‌ ଇଣ୍ଡିଆ ।  କଲୋମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳା ଯାଇଥିବା ଏସିଆ କପ୍ ସୁପର-୪ର ଗୁରୁତ୍ଵପୂର୍ଣ୍ଣ ମୁକାବିଲାରେ ଭାରତ ଶ୍ରୀଲଙ୍କାକୁ ୪୧ ରନରେ ହରାଇ ଫାଇନାଲରେ ପ୍ରବେଶ କରିଛି । ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଶ୍ରୀଲଙ୍କା ଟିମ୍‌ର ସ୍ପିନରଙ୍କୁ ମୁକାବିଲା କରି ପାରିନଥିଲେ । 

ଆମେରିକା ରାଷ୍ଟ୍ରପତିଙ୍କ ବିରୋଧରେ ମହାଭିଯୋଗ, ତଦନ୍ତ ଲାଗି ନିର୍ଦ୍ଦେଶ ଦେଲେ ହାଉସ ସ୍ପିକର

୪୯.୧ ଓଭରରେ ୨୧୩ ରନରେ ଅଲଆଉଟ୍ ହୋଇଥିଲା ଭାରତ । ଅଧିନାୟକ ରୋହିତ ଶର୍ମା ୫୩ ରନ କରିଥିବା ବେଳେ କେଏଲ ରାହୁଲ ୩୯ ରନ ଓ ଇଶାନ କିଶନ ୩୩ ରନ କରିଥିଲେ।  ଜବାବରେ ଶ୍ରୀଲଙ୍କା  ୪୧.୩ ଓଭରରେ ୧୭୨ ରନରେ ଅଲଆଉଟ୍ ହୋଇଛି । ଦୁନିଥ ଓ୍ଵେଲାଲାଗେ ୪୨ ଓ ଧନଞ୍ଜୟ ଡି ସିଲ୍ଭା ୪୧ ରନ କରିଥିଲେ । ଭାରତ ପକ୍ଷରୁ କୁଲଦୀପ ଯାଦବ ୪ ଓ୍ଵିକେଟ୍ ନେଇଥିବା ବେଳେ ରବୀନ୍ଦ୍ର ଜାଡେଜା ଓ ଯଶପ୍ରୀତ ବୁମରା ୨ଟି ଓ୍ଵିକେଟ୍ ନେଇ ଦଳକୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ନେଇଛନ୍ତି ।

 ସେପଟେ ଆଜି ମ୍ୟାଚରେ ଭାରତୀୟ ଟିମ୍‌ ବ୍ୟାଟର ଭଲ ପ୍ରଦର୍ଶନ କରିପାରିନଥିଲେ । ୧୨ ବଲରେ ମାତ୍ର ୩ ରନ୍‌ କରି ପାଭିଲିୟନ ଫେରିଥିଲା କୋହଲି । ଆଜିର ମ୍ୟାଚ୍‌ରେ ଅଧିନାୟକ ରୋହିତ ଶର୍ମା ସର୍ବାଧିକ ୫୩ ରନ୍‌ କରିଥିଲେ। ତାଙ୍କ ପରେ କେଏଲ ରାହୁଲ ୩୯ ଏବଂ ଇଶାନ କିଶନ ୩୩ ରନ୍‌ କରିଥିଲା । ଶ୍ରୀଲାଙ୍କ ଟିମ୍‌ର ଘାତକ ବୋଲିଂରେ ଘାଇଲା ହୋଇଥିଲା ଟିମ୍‌ ଇଣ୍ଡିଆ ୪୯.୧ ଓଭରରେ ଅଲଆଉଟ୍ ହୋଇଥିଲା । ୧୦ ଓ୍ବିକେଟ ବିନିମୟରେ ମାତ୍ର ୨୧୩ ରନ୍‌ କରିପାରିଥିଲା ଟିମ୍‌ ଇଣ୍ଡିଆ । 

ସେପଟେ ଶ୍ରୀଲଙ୍କାର ଦୁନିଥ୍‌ ଓ୍ବେଲାଲାଗେ ସର୍ବାଧିକ ୫ଟି ଓ୍ବିକେଟ ଅକ୍ତିଆର କରିଥିଲେ । ଆଜି ସ୍ପିନର ଓ୍ବେଲାଲାଗେ ପ୍ରଥମେ ଶୁଭମନ ଗିଲ ଏବଂ ପରେ ରୋହିତ ଶର୍ମାଙ୍କୁ ବୋଲ୍ଡ କରିଥିଲେ । ପରେ ପରେ କୋହଲି, କେଏଲ ରାହୁଲ ଏବଂ ହାର୍ଦ୍ଦିକ ପାଣ୍ଡ୍ୟାକୁ ପାଭିଲିୟନ ଫେରାଇଥିଲେ ଓ୍ବେଲାଲାଗେ । ସେହିଭଳି ଭାରତୀୟ ବୋଲରଙ୍କ ଚମତ୍କାର ବୋଲିଂରେ ଘାଇଲା ହୋଇଛି ଶ୍ରୀଲଙ୍କା ଦଳ । 

You can also read: ରାସ୍ତାକଡ଼ରେ ଛିଡ଼ା ହୋଇ ପର୍ଣ୍ଣ ଦେଖୁଥିବା ବ୍ୟକ୍ତିଙ୍କୁ ଗିରଫ କରିଥିଲା ପୋଲିସ, ହାଇକୋର୍ଟ ଦେଲେ ଏମିତି ରାୟ

 

Asia cup 2023

Copyright © 2022 - Summa Real Media Private Limited. All Rights Reserved.