ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍

ମାଲକାନଗିରି, ୩୦/୦୧ : ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ। ମାଲକାନଗିରି ଜଳ ସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ସଞ୍ଜୟ ମହାନ୍ତିଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହୋଇଛି। 

ସୂଚନାନୁଯାୟୀ, ଏହି ଚଢାଉରେ ଜଣେ ଆଡିଶନାଲ ଏସପି, ୩ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର, ୮ ଜଣ ଏଏସଆଇ ଏବଂ ଅନ୍ୟ ଅଧିକାରୀମାନେ ସାମିଲ ଅଛନ୍ତି। ମାଲକାନଗିରି ଅଫିସ ଓ ଘର ସମେତ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ ଚାଲିଛି। ଜଳେଶ୍ବର, ଭୁବନେଶ୍ବର ଓ ବାଲେଶ୍ବରରେ ରେଡ୍ ହୋଇଛି।



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.