ପ୍ରମୂଖ ଖବର
  • ବଜେଟ୍ ୨୦୨୪: ସଂସଦରେ ଜାମ୍ମୁ-କାଶ୍ମୀର ବଜେଟ୍ ଉପସ୍ଥାପିତ
  • ||
  • ବଜେଟ ୨୦୨୪: ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବଡ଼ ଘୋଷଣା, ପର୍ଯ୍ୟଟନର ବିକାଶ ପାଇଁ ମିଳିବ ଆର୍ଥିକ ସହାୟତା
  • ||
  • ବଜେଟ୍ ୨୦୨୪: ସରକାରୀ ସହାୟତାରେ ଛାତ ଉପରେ ଲାଗିବ ସୋଲାର ପ୍ୟାନେଲ, ପ୍ରତି ଘରୁ ମାସିକ ୩ଶହ ୟୁନିଟ ବିଜୁଳି ଉତ୍ପାଦନ ଲକ୍ଷ୍ୟ
  • ||
  • ବଜେଟ ୨୦୨୪:୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ,ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ମିଳିବ ସୁବିଧା
  • ||
  • ବଜେଟ୍୨୦୨୪: ବନ୍ୟା ମୁକାବିଲା ପାଇଁ ବିହାରକୁ ୧୧, ୫୦୦ କୋଟିର ସହାୟତା,ଆସାମ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ସିକିମ୍‌କୁ ମିଳିବ ସହାୟତା
  • ||
  • ବଜେଟ ୨୦୨୪: ବନ୍ୟା ନିୟନ୍ତ୍ରଣ ପାଇଁ ସହାୟତା ଘୋଷଣା,ବନ୍ୟା କ୍ଷତିଗ୍ରସ୍ତ ୫ଟି ରାଜ୍ୟକୁ ସ୍ୱତନ୍ତ୍ର ସହାୟତାର ଘୋଷଣା
  • ||
  • ବଜେଟ ୨୦୨୪: ଜମିବାଡ଼ି ସୁବ୍ୟବସ୍ଥିତ କରିବାକୁ ଆରମ୍ଭ ହେବ ଭୂ-ଆଧାର, ଭୂ-ଆଧାର ଜରିଆରେ ଜମିବାଡ଼ି ଡିଜିଟାଇଜେସନ ହେବ
  • ||
  • ବଜେଟ୍ ୨୦୨୪: ମୁଦ୍ରା ଲୋନ୍‌ ୨୦ ଲକ୍ଷକୁ ବୃଦ୍ଧି ଘୋଷଣା କଲେ ଅର୍ଥମନ୍ତ୍ରୀ,ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ୍‌ ପାଇପାରିବେ
  • ||
  • ବିଜେଟ୍ ୨୦୨୪-୨୫: ଗୟାରେ ହେବ ଇଣ୍ଡଷ୍ଟିଆଲ୍ କରିଡ଼ିର, ୧ ହଜାର ଆଇଟିଆଇକୁ ଅପଗ୍ରେଡ୍ କରାଯିବ
  • ||
  • ବିହାର, ଆନ୍ଧ୍ରପ୍ରଦେଶ ପାଇଁ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ପୋଲାଭରମ ପ୍ରକଳ୍ପ ଶୀଘ୍ର ସମାପ୍ତ ହେବ, ବିହାରରେ ଏୟାରପୋର୍ଟ, ମେଡିକାଲ କଲେଜ ବିକାଶ
  • ||
  • ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ବିଧାନସଭା ଅଧିବେଶନର ଦ୍ବିତୀୟ ଦିନ, ୪ଟା ଯାଏଁ ଗୃହ ମୁଲତବି
  • ||

ଲାଞ୍ଚ ନେଇ ଧରା ପଡ଼ିଲେ ବନ୍ଦୋବସ୍ତ କାର୍ଯ୍ୟାଳୟର କନିଷ୍ଠ କିରାଣି, ସାର୍ଟିଫାଏଡ୍ କପି ପାଇଁ ନେଉଥିଲେ ଟଙ୍କା

ଭୁବନେଶ୍ୱର, ୦୧/୧୨: ଭିଜିଲାନ୍ସ ପଞ୍ଝାରେ କନିଷ୍ଠ କିରାଣି । ଲାଞ୍ଚ ନେବା ବେଳେ ବାଲେଶ୍ୱର ଉପଜିଲ୍ଲାପାଳ (ବନ୍ଦୋବସ୍ତ)ଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ଧାରପଡ଼ିଛନ୍ତି । କନିଷ୍ଠ କିରାଣି ଲକ୍ଷ୍ମୀ ନାରାୟଣ ନାଥଙ୍କ ଠାରୁ ଲାଞ୍ଚ ନେଉଥିବା ୪ ହଜାର ଟଙ୍କା ଜବତ କରାଯାଇଛି ।

୭ ଦଫା ଦାବି ନେଇ ରେଙ୍ଗାଳି ବୁଡ଼ି କ୍ଷତିଗ୍ରସ୍ତ ପ୍ରଜାଙ୍କ ଜଳ ସତ୍ୟାଗ୍ରହ ଆନ୍ଦୋଳନ

ସୂଚନା ଅନୁସାରେ, ଜଣେ ଅଭିଯୋଗକାରୀଙ୍କୁ ସାର୍ଟିଫାଏଡ୍ କପି ଦେବା ଲାଗି କନିଷ୍ଠ କିରାଣି ଲାଞ୍ଚ ନେଉଥିଲେ । ଆବେଦନକାରୀଙ୍କ ପୈତୃତ ସମ୍ପତ୍ତିର ବନ୍ଦୋବସ୍ତ ପାଇଁ ୫ ହଜାର ଟଙ୍କା ମାଗିଥିଲେ କନିଷ୍ଠ କିରାଣି । ଆଜି ୪ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଲକ୍ଷ୍ମୀ ନାରାଣଙ୍କୁ ଭିଜିଲାନ୍ସ ଟିମ୍ ଧରିବାରେ ସଫଳ ହୋଇଛି ।

କନିଷ୍ଠ କିରାଣି ଲକ୍ଷ୍ମୀ ନାରାୟଣ ଲାଞ୍ଚ ନେଇ ଧରା ପଡ଼ିବା ପରେ ବାଲେଶ୍ୱରରେ ଥିବା ତାଙ୍କ ୩ଟି ଠିକଣାରେ ଚଢ଼ାଉ ହୋଇଛି । ଆୟ ବହିର୍ଭୁତ ସମ୍ପତ୍ତିର ଖୋଳତାଡ଼ କରୁଛି ଭିଜିଲାନ୍ସ । ଏନେଇ ବାଲେଶ୍ୱର ଭିଜିଲାନ୍ସରେ ଏକ ମାମଲା ରୁଜୁ କରାଯାଇଖିବା ବେଳେ ଚଢ଼ାଉ ଜାରି ରହିଛି ।

ଘଟଗାଁ ଦୁର୍ଘଟଣାରେ ୮ ଜଣଙ୍କ ମୁତ୍ୟୁକୁ ନେଇ ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଅନୁକମ୍ପା ସହାୟତା ଘୋଷଣା

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.