ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||

ସମନ୍ୱିତ ଶିଶୁ ବିକାଶ ସେବା ପ୍ରକଳ୍ପ ପକ୍ଷରୁ କିଶୋରୀ ମେଳା

ଅସ୍ତରଙ୍ଗ :-୨୮/୦୧:-ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଅସ୍ତରଙ୍ଗ ନୋଡାଲ ବିଦ୍ୟାଳୟ ପରିସରରେ ଅସ୍ତରଙ୍ଗ ସମନ୍ୱିତ ଶିଶୁ ବିକାଶ ସେବା ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ କିଶୋରୀ ମେଳା ଅନୁଷ୍ଠିତ ହୋଇଛି । ମଣ୍ଡଳ ପରିଦର୍ଶିକା ନିବେଦିତା ସେନାପତି ଙ୍କ ତତ୍ତ୍ାବଧାନ ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ସମାଜସେବୀ ଦିବାକର ଛାଟୋଇ, ମୁଖ୍ୟବକ୍ତା ଅସ୍ତରଙ୍ଗ ସରପଞ୍ଚ ରାମଚନ୍ଦ୍ର କାଣ୍ଡି, ସଂମାନୀତ ଅତିଥି ରୂପ ବାରିକି, ସ୍ୱାସ୍ଥ୍ୟ କର୍ମୀ କବିତା ରାଉତ ପ୍ରମୁଖ ଯୋଗଦେଇ ଉପସ୍ଥିତ କିଶୋରୀ ବାଳିକା ଙ୍କୁ ଶିଶୁନିର୍ଯାତନା, ପୋସକ ଆଇନ ଓ ଶିଶୁ ଶ୍ରମିକ ଏକ ଦଣ୍ଡନୀୟ ଅପରାଧ ସମ୍ପର୍କରେ ସଚେତନ କରାଇଥିଲେ.

ଏହା ପରେ କିଶୋରୀ ବାଳିକା ଓ କିଶୋର ବାଳକ ଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହିତ କୁଇଜି, ଝୋଟି, ଚିତ୍ରାଙ୍କନ, ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରତିଯୋଗିତା କରାଯାଇଥିଲା । ଏଥିରେ କୃତିତ୍ୱ ହାସଲ କରିଥିବା ବାଳିକା ବାଳକଙ୍କୁ ମାନପତ୍ର ସହ ବିଭିନ୍ନ ଉପକରଣ ଦିଆଯାଇଥିଲା।  ଏହି କାର୍ଯ୍ୟକ୍ରମ ରେ ଅସ୍ତରଙ୍ଗ ଓ ଆଳଙ୍ଗପୁର ପଂଚାୟତର ସମସ୍ତ ଅଙ୍ଗନବାଡି କର୍ମୀ ସାମିଲ ହେବା ସହ ସହଯୋଗ କରିଥିଲେ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.