ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ତହସିଲଦାରଙ୍କ ଗାଡ଼ି ଭଙ୍ଗାରୁଜା, ଚଢାଉବେଳେ ଆକ୍ରମଣ କଲେ ମାଫିଆ

ଉଦଳା,୧୧/୧୧ :  ମାଙ୍କଡ଼ା ପଥର ମାଫିଆଙ୍କ ଦୌରାତ୍ମ୍ୟ । ତହସିଲଦାରଙ୍କ ଗାଡ଼ି ଭଙ୍ଗାରୁଜା କରିବା ସହ ଡ୍ରାଇଭରକୁ ଆକ୍ରମଣ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଉଦଳା ତହସିଲ ନୂଆଗାଁ ଅଞ୍ଚଳରେ । ସୂଚନା ଅନୁଯାୟୀ, ଉଦଳା ତହସିଲଦାର ଶନିବାର ଚଢ଼ାଉ ପାଇଁ ଯାଇଥିଲେ । ଏହି ସମୟରେ ତହସିଲଦାରଙ୍କ ଗାଡ଼ିକୁ ଆକ୍ରମଣ କରିଥିଲେ ପଥର ମାଫିଆ । ଏହାପରେ ସେମାନେ ଡ୍ରାଇଭରକୁ ଅତର୍କିତ ଆକ୍ରମଣ କରିଥିଲେ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.