ପ୍ରମୁଖ ଖବର
  • ଧର୍ମଗଡ଼ : ଏସଡିଓଙ୍କ ସନ୍ଦେହଜନକ ମୃତ୍ୟୁ, ସରକାରୀ କ୍ଵାର୍ଟର୍ସରୁ ମିଳିଲା ମୃତଦେହ
  • ||
  • ଭୁବନେଶ୍ଵର : ୧୪ରେ ବିଜେଡି କାର୍ଯ୍ୟକାରିଣୀ ବୈଠକ, ପ୍ରସ୍ତୁତ ହେବ ଆଗାମୀ ରାଜନୈତିକ ଖସଡ଼ା
  • ||
  • ବାଙ୍କୀ : ମହାନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଉଦ୍ଧାର କଲେ ଅଗ୍ନିଶମ ବାହିନୀ
  • ||
  • ଅନୁଗୁଳ: ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ୍‌ର ଭିଡିଓ କନ୍‌ଫରେନ୍‌ସିଂରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ନୂଆଦିଲ୍ଲୀ: ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ଲୋଗୋ ଉନ୍ମୋଚିତ କଲା ଆଇସିସି, ଆମେରିକା ଓ ୱେଷ୍ଟ ଇଣ୍ଡିଜ ମିଳିତ ଭାବେ କରିବେ ଆୟୋଜନ
  • ||
  • ଭୁବନେଶ୍ୱର: ୧୯ ପ୍ରକଳ୍ପକୁ ସିଙ୍ଗିଲ୍‌ ୱିଣ୍ଡୋ ମଞ୍ଜୁରି କଲେ ରାଜ୍ୟ ସରକାର: ୪୮୦୦ କୋଟି ନିବେଶ, ୧୭୫୫୩ ନିଯୁକ୍ତି ସମ୍ଭାବନା
  • ||
  • ଭୁବନେଶ୍ୱର: ବର୍ଷା ପରେ ବଦଳିଲା ପାଗର ମିଜାଜ: ୩ରୁ ୫ ଡିଗ୍ରୀ ଯାଏଁ ତଳକୁ ଖସିବ ରାତିର ପାରଦ,୧୦ରୁ ବଢିବ ଶୀତ
  • ||

ସର୍ଟ ସର୍କିଟରୁ ୨ ମହଲା କୋଠାରେ ଭୟାବହ ଅଗ୍ନିକାଣ୍ଡ, ନିଆଁ ଆୟତ୍ତ କଲା ଅଗ୍ନିଶମ ବାହିନୀ

ଭୁବନେଶ୍ୱର, ୧୯/୧୧: ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ନିଆଁ ଆଁରୁ ପୋଲିସ ଓ ଅଗ୍ନିଶମ ବାହିନୀ ୬ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରିଛନ୍ତି । ରାତି ପ୍ରାୟ ୨ଟା ୨୫ ମିନିଟ୍ ସମୟରେ ପଟିଆ ସ୍ଥିତ ଆନନ୍ଦମ କମ୍ପ୍ଲେକ୍ସର ଶ୍ରୀରାଘମ ଏକ୍ସପୋର୍ଟ ପ୍ରାଇଭେଟ୍ ଲିମିଟେଡରେ ନିଆଁ ଲାଗିଥିଲା ।

ବିଶ୍ବକପ୍ ଫାଇନାଲ : ଷ୍ଟାଡିୟମରେ ଲାଗିବ ଭିଆଇପିଙ୍କ ମେଳା, ୧୦୦ରୁ ଅଧିକ ଓହ୍ଲାଇବ ଚାର୍ଟର ପ୍ଲେନ୍

ଅଗ୍ନିକାଣ୍ଡ ଘଟିଥିବା ଖବର ପାଇ ପହଞ୍ଚିଥିଲା ଅଗ୍ନିଶମ ବାହିନୀର ୨ଟି ଟିମ୍ । ୪ ଘଣ୍ଟାରେ ଅକ୍ଳାନ୍ତ ପରିଶ୍ରମ ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିଲା । ବିଳମ୍ବିତ ରାତିରେ ନିଆଁ ଲାଗିଥିବା ବେଳେ ଫସି ଯାଇଥିଲେ ଶୋଇଥିବା କର୍ମଚାରୀ । ଅଗ୍ନିଶମ ବାହିନୀ ଓ ପୁଲିସ ମିଳିତ ଭାବେ ଦ୍ୱିତୀୟ ମହଲାରେ ଥିବା ୬ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରିଥିଲେ ।

ଏବେ ନିଆଁ ସମ୍ପୂର୍ଣ୍ଣ ଆୟତ୍ତ ହୋଇଛି । ଅଗ୍ନିଶମ ବାହିନୀର ସୂଚନା ଅନୁସାରେ, ଗ୍ରାଉଣ୍ଡ ଫ୍ଲୋରର ଏସିରୁ ନିଆଁ ପ୍ରଥମ ଓ ଦ୍ୱିତୀୟ ମହଲାକୁ ବ୍ୟାପି ଯାଇଥିଲା । ଅଗ୍ନିକାଣ୍ଡରେ ୫ଟି ଏସି, ୨ଟି ବେଡ୍ ଓ ଅନ୍ୟ ଅଫିସ୍ ଆସବାବପାତ୍ର ସମ୍ପୂର୍ଣ୍ଣ ଜଳି ପୋଡ଼ି ପାଉଁଶ ହୋଇ ଯାଇଛି ।

World Cup: ଭାରତ ନା ଅଷ୍ଟ୍ରେଲିଆ, କିଏ ହେବ ବିଶ୍ୱ ବିଜେତା ? କଣ କହୁଛନ୍ତି ପାକିସ୍ତାନର ପୂର୍ବତନ ଖେଳାଳି

Copyright © 2022 - Summa Real Media Private Limited. All Rights Reserved.