ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ମେଣ୍ଢା ଫାର୍ମ ହାଉସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୨୧ ମେଣ୍ଢା ଗୁରୁତର

ବ୍ରହ୍ମବରଦା, ୦୭/୧୨ : ମେଣ୍ଢା ଫାର୍ମ ହାଉସରେ ନିଆଁ ଲଗାଇଦେଲେ ଦୃର୍ବୃତ୍ତ। ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ବ୍ରହ୍ମବରଦା ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଏନେଇ ଫାର୍ମର ମାଲିକ ତସଲିମ୍ ଖାଁ ବ୍ରହ୍ମବରଦା ଥାନାରେ ଅଭିଯୋଗ କରିଛନ୍ତି। ୨୧ଟି ମେଣ୍ଢା ଗୁରୁତର ହୋଇଥିବା ଜଣାପଡ଼ିଛି। 

ସୂଚନାନୁଯାୟୀ, ତସଲିମ୍ ବ୍ରହ୍ମବରଦା ଦାଣ୍ଡି ଅଞ୍ଚଳରେ ଏକ ମେଣ୍ଢା ଫାର୍ମ ହାଉସ କରିଥିଲେ। କେହି ଦୁର୍ବୃତ୍ତ ବୁଧବାର ବିଳମ୍ବିତ ରାତିରେ ଫାର୍ମ ହାଉସର ତାଲା ଭାଙ୍ଗି ଭିତରେ ପଶି ମେଣ୍ଢା ଦେହରେ ନିଆଁ ଲଗାଇ ଦେଇଥିଲେ। ମେଣ୍ଢା ଗୁତିକ ଗୁରୁତର ଆହତ ହୋଇ ବୋବେଇବାକୁ ଆରମ୍ଭ କରିଥଲେ। ଘଟଣାସ୍ଥଳରେ ମାଲିକ ପହଞ୍ଚି ମେଣ୍ଢା ଗୁଡ଼ିକ ଜଳୁଥିବା ଦେଖିଥିଲେ। ଏହି ଘଟଣାରେ ୨୧ଟି ମେଣ୍ଢା ଗୁରୁତର ହୋଇଛନ୍ତି। ଏନେଇ ଫାର୍ମର ମାଲିକ ତସଲିମ୍ ଖାଁ ବ୍ରହ୍ମବରଦା ଥାନାରେ ଅଭିଯୋଗ କରିଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.