ଭୁବନେଶ୍ୱର,୨୭/୦୨: ମଙ୍ଗଳବାରରେ ମିଶନ ଶକ୍ତି ମା’ମାନଙ୍କୁ ବଡ଼ ଭେଟି। ମିଶନ ଶକ୍ତି ବଜାର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ ଖୋଲାଯିବ ୫ ହଜାର ମିଶନ ଶକ୍ତି ବଜାର। ମହିଳାଙ୍କୁ ନୂଆ ପରିଚୟ ଦେଇଛି ମିଶନ ଶକ୍ତି। ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଶନ ଶକ୍ତି ମା’ମାନଙ୍କୁ ଋଣ ମିଳିବ। ଯେଉଁମାନେ ପୂର୍ବରୁ ଋଣ ବାବଦ ସୁଧ ଭରିଥିବେ, ସେମାନଙ୍କ ସୁଧ ଟଙ୍କା ଫେରସ୍ତ ହେବ । ଏ ବାବଦରେ ୧୪୫ କୋଟି ଟଙ୍କାର ସୁଧ ଫେରସ୍ତ ହେବ । ମହିଳାଙ୍କ ଆର୍ଥିକ ସଶକ୍ତିକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ମିଶନ ଶକ୍ତି ବଜାରର ଶୁଭାରମ୍ଭ କରାଯାଇଛି।
![PCC](https://odia.prameya.com/prameya/document/compress/2/comp_2_134_1722052833907.webp)
କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ...