ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ମିଜୋରାମରେ ମତଗଣନା ଆରମ୍ଭ, ୧୭୪ ପ୍ରାର୍ଥୀଙ୍କ ଖୋଲିବ ଭାଗ୍ୟ

ନୂଆଦିଲ୍ଲୀ ୦୪/୧୨: ସୋମବାର ମିଜୋରାମରେ ମତଗଣନା । ରାଜ୍ୟରେ ରବିବାର ମତଗଣନା ହେବାକୁ ଥିଲା । କିନ୍ତୁ ରାଜ୍ୟର ବିଭିନ୍ନ ସଙ୍ଗଠନ ପକ୍ଷରୁ ଏହାକୁ ରବିବାର ପରିବର୍ତ୍ତେ ଅନ୍ୟ କୌଣସି ଦିନରେ କରାଇବା ଲାଗି ଦାବି କରାଯାଇଥିଲା । ଫଳରେ ନିର୍ବାଚନ କମିଶନ ଭୋଟ ଗଣତି ଗୋଟିଏ ଦିନ ଘୁଞ୍ଚାଇ ଦେଇଥିଲେ । ଆଜି ୪୦ ବିଧାନସଭା ଆସନ ପାଇଁ ‌ଭୋଟ ଗଣିତି କରାଯାଉଛି। ମୋଟ ୧୭୪ ପ୍ରାର୍ଥୀଙ୍କ ଖୋଲିବ ଭାଗ୍ୟ ।

ସକାଳ ୮ଟାରୁ ୪୦ଟି ସିଟ୍ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି । ପ୍ରଥମେ ପୋଷ୍ଟା ବାଲେଟ୍‌ରୁ ମତଗଣନା ଆରମ୍ଭ ହୋଇଛି। ୧୩ଟି ଭୋଟିଂ କାଉଣ୍ଟିଂ ସେଣ୍ଟରରେ ଚାଲିଛି ମତଗଣନା । ବିଭିନ୍ନ ସମ୍ବେଦନଶୀଳ ସ୍ଥାନମାନଙ୍କରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.