ପ୍ରମୂଖ ଖବର
  • ସିଙ୍ଗାପୁର ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ: କହିଲେ ଓଡ଼ିଶା ସହ ବଢିବ ସମ୍ପର୍କ, ବଢିବ ପୁଞ୍ଜି ନିବେଶ
  • ||
  • ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ ମାର୍ଗଦର୍ଶିକା, ଡିଜିଟାଇଜେସନ୍‌ ହେବ ସମସ୍ତ ଫାଇଲ୍‌ ଏବଂ ରେକର୍ଡ
  • ||
  • ଅଲକାଦିର ଟ୍ରଷ୍ଟ ଭ୍ରଷ୍ଟାଚାର ମାମଲା : ଇମରାନଙ୍କୁ ୧୪ ଏବଂ ପତ୍ନୀଙ୍କୁ ୭ ବର୍ଷ ଜେଲ୍‌ଦଣ୍ଡ
  • ||
  • ଶିମିଳିପାଳ ଜଗିବେ ୧ ପ୍ଳାଟୁନ୍‌ ପୁଲିସ, ଶିକାରୀ ପ୍ରବଣ ଗ୍ରାମରେ ହେବ ପାଟ୍ରୋଲିଂ
  • ||
  • କଟକ : ନବ ଦାସ ହତ୍ୟା ମାମଲା: ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ମାମଲା ରୁଜୁ
  • ||
  • ଭୁବନେଶ୍ୱର : ଭଙ୍ଗାହେଲା ବୈକୁଣ୍ଠ ଧାମ, ଆଶ୍ରମ ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥା
  • ||
  • ରାୟଗଡ଼ା : ଧୁମାଗୁଡ଼ା ଗାଁରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ଶନିବାର ଦିନିକିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ସମ୍ୱଲପୁର : ନବଦାସଙ୍କ ଭାଇଙ୍କ ଘରେ ବଡ଼ ଧରଣର ରେଡ୍‌, ତନାଘନା କରୁଛି ଆୟକର ଟିମ୍‌
  • ||
  • ଗଞ୍ଜାମ : କେନାଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ବଢିଲା ପାରିଶ୍ରମିକ, ଏବେ ମିଳିବ ୧୬ ହଜାର
  • ||
  • ଚାନ୍ଦବାଲି : ଗ୍ରାହକଙ୍କ ଆକାଉଣ୍ଟରୁ ଆପେ ଆପେ ଗୋଲ୍ ହେଉଛି ଟଙ୍କା, ଚିନ୍ତାରେ ଗ୍ରାହକ
  • ||
  • ଦିଗପହଣ୍ଡି : ଦ୍ରୁତଗତିରେ ଆସି ଓଲଟିଲା କଣ୍ଟେନର: ଅଳ୍ପକେ ବର୍ତ୍ତିଲେ ଲୋକେ, ଡ୍ରାଇଭର ଗିରଫ
  • ||
  • ଜମ୍ମୁ-କାଶ୍ମୀରରେ ରହସ୍ୟମୟ ରୋଗରେ ୧୫ ଶିଶୁ ମୃତ, ତଦନ୍ତ ଲାଗି ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ ଗଠନ
  • ||
  • ରାଜଧାନୀରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି,ଏୟାରପୋର୍ଟରେ ଭବ୍ୟ ସ୍ବାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ
  • ||

ବିଭିନ୍ନ ଦାବି ନେଇ ନବରଙ୍ଗପୁର ଜିଲ୍ଲା ବନ୍ଦ

Published By : Prameya | January 30, 2024 9:28 AM

ନବରଙ୍ଗପୁର,୩୦/୧ : ବିଭିନ୍ନ ଦାବି ନେଇ ଆଜି ନବରଙ୍ଗପୁର ଜିଲ୍ଲା ବନ୍ଦ। ନବରଙ୍ଗପୁର ଜିଲ୍ଲାକୁ ରେଳପଥ ପାଇଁ ଜମି ଅଧିଗ୍ରହଣ, ଜିଲ୍ଲା ଭିତ୍ତିକ ନିଯୁକ୍ତି, ଉମରକୋଟକୁ ସବ୍ ଡିଭିଜନ ମାନ୍ୟତା, ଉମରକୋଟରେ ରକ୍ତଭଣ୍ଡାର ପ୍ରତିଷ୍ଠା, ନବଙ୍ଗପୁର ଓ ଉମରକୋଟ କଲେଜକୁ ସରକାରୀ ମାନ୍ୟତା ପ୍ରମୁଖ ପ୍ରସଙ୍ଗକୁ ନେଇ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଜିଲ୍ଲା ବନ୍ଦ କରାଯାଇଛି। ସକାଳ ୬ଟାରୁ ଚକଅଖ ଓ ଦୋକାନ ବଜାର ବନ୍ଦ ରହିଛି। ଯୁବମୋର୍ଚ୍ଚା, ଵିଜେପି ନେତା ଓ କର୍ମୀମାନେ ୨୬ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି। ଏଥିପାଇଁ ଯାନବାହାନ, ମାଲପରିବହନ ଚଳାଚଳ ବନ୍ଦ ରହିଥିବା ବେଳେ ଜାତୀୟ ରାଜପଥ ଦୁଇଟି ପାର୍ଶ୍ବରେ ଶତାଧିକ ଟ୍ରକ୍ ଅଟକି ରହିଛି। 

ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଶୁଭଜିତ ପାଣିଗ୍ରାହୀଙ୍କ ନେତୃତ୍ବରେ ସାଧାରଣ ସଂପାଦକ ଅନନ୍ତ ପଣ୍ଡା, ରାଜ୍ୟ ଯୁବମୋର୍ଚ୍ଚା କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁ ଦାସ, ଗୌରୀ ମାଝୀ, ମାନସ ତ୍ରିପାଠୀ, ଶ୍ରୀଧର ପାତ୍ର, ଏ.ଶତୀସ, ଦେଵଦାସ ମହାକୁଡ, ମୃତ୍ୟୁଞ୍ଜୟ ଦାସ, ମହିଳା ସଭାନେତ୍ରୀ ଶର୍ମାଷ୍ଠା ଦେଓଙ୍କ ସମେତ ବହୁତ ଵିଜେପି କର୍ମୀ ଆନ୍ଦୋଳନରେ ସାମିଲ ଅଛନ୍ତି।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.