ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ମିଳିବ ନୂଆ-ଓ ସ୍କଲାରସିପ୍

ଭୁବନେଶ୍ଵର, ୧୩/୦୨ : ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ମିଳିବ ନୂଆ-ଓ ସ୍କଲାରସିପ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ନିଷ୍ପତ୍ତି ନେଇଛନ୍ତି । ଏନେଇ ଯାଜପୁରରେ ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ 5-T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍ ଘୋଷଣା କରିଛନ୍ତି ।

ତେବେ ଏହି ସ୍କଲାରସିପ୍ ସବୁ କଲେଜ ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରାଯିବ । ବର୍ଷକୁ ଛାତ୍ରଙ୍କୁ ୧୦ ହଜାର ଟଙ୍କା ମିଳିବା ବେଳେ ଛାତ୍ରଙ୍କୁ ୯ ହଜାର ଟଙ୍କା ପ୍ରଦାନ କରାଯିବ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.