ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା ରସାବଳିକୁ ମିଳିଲା ଜିଆଇ ଟ୍ୟାଗ୍ ମାନ୍ୟତା , ୧୩ ଡିସେମ୍ୱର ୨୦୨୧ରେ ହୋଇଥିଲା ଆବେଦନ
  • ||
  • ସ୍ବିଡେନ୍‌: ପଦାର୍ଥ ବିଜ୍ଞାନରେ ୩ ଜଣଙ୍କୁ ନୋବେଲ ପୁରସ୍କାର
  • ||
  • ନୂଆଦିଲ୍ଲୀ: ଭୂକମ୍ପରେ ଥରିଲା ଦିଲ୍ଲୀରୁ ଉତ୍ତରାଖଣ୍ଡ, କେନ୍ଦ୍ରସ୍ଥଳ ନେପାଳ
  • ||
  • ବାଙ୍କୀ : ମହାନଦୀ ବ୍ରିଜ୍‌ରେ ଝୁଲୁଛି ବସ୍, ସମସ୍ତ ଯାତ୍ରୀ ସୁରକ୍ଷିତ ଭାବେ ଉଦ୍ଧାର
  • ||
  • ଭୁବନେଶ୍ଵର : ଲୋକସେବା ଭବନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
  • ||
  • କରଞ୍ଜିଆ : ଭୁଜାଲି ମାଡ଼ରେ ମହିଳା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • ଶ୍ରୀନଗର : ରାଜୌରୀ କାଲାକୋଟ ଆରାରେ ଗୁଳିବିନିମୟ, ୯ ପାରା କମାଣ୍ଡୋ ୟୁନିଟର ୩ ଯବାନ ଆହତ
  • ||
  • ସୁନ୍ଦରଗଡ଼ : ମାଟି କାନ୍ଥ ଭୁଶୁଡ଼ି ଜଣେ ମୃତ
  • ||
  • ବାଲିଗୁଡ଼ା : ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ
  • ||

ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପଛପଟୁ ନବଜାତ ଶିଶୁ ଉଦ୍ଧାର

ବଲାଙ୍ଗିର, ୦୯/୦୮ : ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପଛପଟୁ ନବଜାତ ଶିଶୁ ଉଦ୍ଧାର। ମେଡିକାଲ ସାତ ମହଲା କୋଠା ପଛପଟେ ଥିବା ଏକ ଡ୍ରେନରୁ ଉଦ୍ଧାର ହେଲା ନବଜାତକ। ଶିଶୁଟିକୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାର ସ୍ଵାସ୍ଥ୍ୟାବସ୍ଥା ସ୍ଥିର ରହିଛି। 

ଶନିବାର ଭୋର ସକାଳେ ଡ୍ରେନରେ ଏକ ଶିଶୁ ପରିତ୍ୟକ୍ତ ଅବସ୍ଥାରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ଏନେଇ ଖବର ପାଇବା ପରେ ମେଡିକାଲ କର୍ମଚାରୀମାନେ ପହଞ୍ଚି ଶିଶୁଟିକୁ ଉଦ୍ଧାର କରିଥିଲେ । ଶିଶୁଟିକୁ ସ୍ତ୍ରୀ ଓ ପ୍ରସୂତି ରୋଗ ବିଭାଗର ଆଇସିୟୁରେ ଭର୍ତ୍ତି କରାଯାଇ ଚିକିତ୍ସ କରାଯାଉଛି । ବର୍ତ୍ତମାନ ଶିଶୁଟିର ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଶିଶୁଟି ଦିନେ କିମ୍ବା ଦୁଇଦିନର ହେବ ବୋଲି ଅନୁମାନ କରାଯାଉଛି । ତେବେ କିଏ ଏବଂ କାହିଁକି ଶିଶୁଟିକୁ ସେଠାରେ ଫିଙ୍ଗି ଦେଲା ତାହା ଅସ୍ପଷ୍ଟ ରହିଛି।

PrameyaOdia
prameyanews
prameya

Copyright © 2022 - Summa Real Media Private Limited. All Rights Reserved.