ପ୍ରମୁଖ ଖବର
  • କଟକରେ ବେଆଇନ ଗୁଟ୍‌ଖା କାରଖାନା ଠାବ: ଲକ୍ଷାଧିକ ଟଙ୍କାର କଞ୍ଚାମାଲ୍‌ ଜବତ, ମାଲିକ ସହ କର୍ମଚାରୀ ଗିରଫ
  • ||
  • ବରେଲି: ହାଇୱେରେ ଟ୍ରକକୁ ଧକ୍କା ଦେବା ପରେ ଜଳିଗଲା କାର୍, ଜିଅନ୍ତା ଜଳିଗଲେ ୮ ବରଯାତ୍ରୀ
  • ||
  • ମଦ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ଉ ଘଟଣା: ୪ ଦିନର ଚଢ଼ାଉରେ ଗଣା ସରିଲା ୧୮୮ କୋଟି, ବଳକା ଟଙ୍କା ଗଣିବାକୁ ଲାଗିବ ଆଉ ୨ ଦିନ
  • ||
  • ଆଜି ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ବିସ୍ଫୋରକ ବ୍ୟାଟିଂ ଉପରେ ଟିମ୍‌ ଇଣ୍ଡିଆର ଫୋକସ୍‌
  • ||
  • ଭୁବନେଶ୍ୱର: ରାଜ୍ୟରେ ବଦଳିଲା ପାଗ, ଖସିଲା ତାପମାତ୍ରା: ଆସନ୍ତା ୨ ଦିନରେ ୨ ଡିଗ୍ରୀ ଖସିବ ରାତି ପାରଦ
  • ||

ବିଏମସିକୁ OHRCଙ୍କ ନୋଟିସ, ମଞ୍ଚେଶ୍ୱର ନିକଟରେ ଆବର୍ଜନା ଗଦାକୁ ନେଇ ରିପୋର୍ଟ ତଲବ

ଭୁବନେଶ୍ଵର, ୦୬/୧୧ : BMCକୁ ରାଜ୍ୟ ମାନବାଧିକାର କମଶନଙ୍କ ନୋଟିସ । ମଞ୍ଚେଶ୍ୱର ନିକଟରେ ଆବର୍ଜନା ଗଦାକୁ ନେଇ ରିପୋର୍ଟ ତଲବ ହୋଇଛି। ଆସନ୍ତା ଡିସେମ୍ବର ୧୧ ଭିତରେ ତଦନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ମଞ୍ଚେଶ୍ୱର ରେଲୱେ କଲୋନୀର ଜଣେ ବାସିନ୍ଦା OHRCଙ୍କ ଦ୍ୱାରସ୍ତ ହୋଇଥିଲେ । BMC ଦ୍ୱାରା ମଞ୍ଚେଶ୍ୱର ଅଞ୍ଚଳରେ ଆବର୍ଜନା ଗଦା କରାଯାଉଛି। ଫଳରେ ସ୍ଥାନୀୟ ଲୋକେ ସ୍ୱାସ୍ଥ୍ୟ ସମସ୍ୟା ଭୋଗୁଥିବା ଅଭିଯୋଗ ହୋଇଥିଲା । ଏହାକୁ ଗୁରୁତର ସହ ନେଇ ନୋଟିସ କଲେ OHRC । ଡିସେମ୍ବର ୧୪ରେ ପରବର୍ତ୍ତୀ ଶୁଣାଣି ନେଇ ତାରିଖ ଧାର୍ଯ୍ୟ କରିଛନ୍ତି OHRC।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.