ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

ଓଟିଇଟି ପରୀକ୍ଷା କରିବାକୁ ଦାବି, ମାଧ୍ୟମିକ ଶିକ୍ଷା ପରିଷଦ ସମ୍ମୁଖରେ ପରୀକ୍ଷାର୍ଥୀଙ୍କ ବିକ୍ଷୋଭ

କଟକ,୧୧|୯ :  ୨୦୨୩ର ଓଟିଇଟି ପରୀକ୍ଷାକୁ ଖୁବଶୀଘ୍ର ଆୟୋଜନ କରିବା ପାଇଁ ଶିକ୍ଷକ ଚାକିରି ଆଶାୟୀମାନେ ଦାବି କରିଛନ୍ତି। ଏହି ଅବସରରେ ଓଟିଇଟି ପରୀକ୍ଷାରୁ ବଞ୍ଚିତ ଥିବା ଶହଶହ ପ୍ରାର୍ଥୀ ସୋମବାର ବୋର୍ଡ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଛନ୍ତି । 

ଓଟିଇଟି ବର୍ଷକୁ ଦୁଇଥର ହେବା ପାଇଁ ବ୍ୟବସ୍ଥା ଥିଲେ ହେ, ବର୍ତ୍ତମାନ ବର୍ଷକୁ ଥରେ ପରୀକ୍ଷା କରାଇବାରେ ମଧ୍ୟ ଅବହେଳା ହେଉଛି। ଫଳରେ  ଓଟିଇଟି ପାସ କରି ଶିକ୍ଷକ ଚାକିରି ପାଇଁ ଆଶା ବାନ୍ଧିଥିବା ପ୍ରାର୍ଥୀମାନେ ନିରାଶ ହୋଛନ୍ତି। ଶେଷଥର ୨୦୧୯ ରେ ଦୁଇଥର ଓଟିଇଟି ପରୀକ୍ଷା ହୋଇ ଥିଲା। ଏହା ପରେ  ୨୦୨୦-୨୧ କୋଭିଡ୍ କଟକଣା ପାଇଁ ବନ୍ଦ ରହିଥିଲା । ଅନ୍ୟପଟେ ୨୦୨୨ର ଓଟିଇଟି ପରୀକ୍ଷା  ୨୦୨୩  ଜୁଲାଇ ମାସରେ ହୋଇଥିଲା । ତେବେ ୨୦୨୩ ମସିହାର ପରୀକ୍ଷା ନିକଟରେ ଫଳ ପ୍ରକାଶ ପାଇଥିଲେ ହେ ମୂଲ୍ୟାୟନକୁ ନେଇ ଅନେକ ଅସନ୍ତୁଷ୍ଟ ରହିଛନ୍ତି।

ଆହୁରି ପଢନ୍ତୁ : ସ୍କୁଲକୁ ଯାଇ ଘରକୁ ଫେରି ନାହାଁନ୍ତି ୨ ଛାତ୍ର, ୩ ଦିନ ହେଲା ନିଖୋଜ

Copyright © 2022 - Summa Real Media Private Limited. All Rights Reserved.