କଟକ,୦୯/୦୯: ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ୨୦୨୨ର ଓଏମ୍ଆର୍ ଉତ୍ତର ଖାତା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ୱେବ୍ସାଇଟ୍ରେ ଅପ୍ଲୋଡ୍ କରାଯାଇଛି । ପରୀକ୍ଷାର୍ଥୀମାନେ ନିଜ ରୋଲ ନମ୍ବର ଏବଂ ପଞ୍ଜିକୃତ ମୋବାଇଲ ନମ୍ବର ଦେଇ ଏହି ଓଏମ୍ଆର୍ ଉତ୍ତରଖାତାକୁ ଡାଉନ୍ଲୋଡ୍ କରିପାରିବେ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ଏହି ଉତ୍ତର ଖାତା ଆସନ୍ତା ୧୨ ତାରିଖ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୱେବ୍ସାଇଟ୍ରେ ଉପଲବ୍ଧ ରହିବ ବୋଲି ବୋର୍ଡ ସୂଚନା ଦେଇଛି ।

ମ୍ୟାଜିକ୍ ନମ୍ବର ଛୁଇଁଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର...