ପ୍ରମୁଖ ଖବର
  • ବିଜେଡିର ଅଷ୍ଟମ ପ୍ରାର୍ଥୀ ତାଲିକା : ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ପ୍ରାର୍ଥୀ
  • ||
  • ଫିରିଙ୍ଗିଆ ପୋଲିସ ଦ୍ୱାରା ପୁଣି ୧୦ କୁଇଣ୍ଟାଲରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ପୁଣି ପୋଲିସକୁ ଚକମା ଦେଇ ଖସିଗଲେ ମାଫିଆ
  • ||
  • ଆଗପଛ ହୋଇ ଚାଲିଗଲେ ମା’-ପୁଅ, ପୁଅର ସାପ କାମୁଡ଼ାରେ ମା’ର ହୃତଘାତରେ ମୃତ୍ୟୁ
  • ||
  • କେନ୍ଦୁଝର ପୋଲିସକୁ ବଡ଼ ସଫଳତା, ଅନ୍ତଜିଲ୍ଲା ଡକାୟତି ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡ ଗିରଫ
  • ||
  • ଜଳୁଛି ସାରକୁଣ୍ଡା ରିଜର୍ଭ ଫରେଷ୍ଟ, ବିପଦରେ ଜୀବଜନ୍ତୁ, ମୂଲ୍ୟବାନ ଗଛ
  • ||
  • ଅନୁଗୁଳରେ ଟ୍ରକ୍ ଧକ୍କାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ ବାଇକ୍ ଆରୋହୀ ମୃତ
  • ||
  • IPL 2024: ଏକାନ୍ନା ଷ୍ଟାଡ଼ିୟମ୍‌ରେ ସୁପରଜାଏଣ୍ଟ୍‌ଙ୍କୁ ଭେଟିବ ରୟାଲ, ପ୍ରତିଶୋଧ ଲକ୍ଷ୍ୟରେ ଲକ୍ଷ୍ନୌ
  • ||
  • ପଞ୍ଚ ମହଲା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ୩ ମୃତ
  • ||
  • ଶାହଙ୍କ ପରେ ଓଡ଼ିଶା ଆସୁଛନ୍ତି ଜେପି ନଡ୍ଡା, ରବିବାର ଆମ୍ବପୁଆରେ ବିଶାଳ ସଭାକୁ ସମ୍ବୋଧିତ କରିବେ
  • ||
  • IPL ୨୦୨୪: ଆଜି ଦିଲ୍ଲୀ କ୍ୟାପିଟାଲ୍ସ-ମୁମ୍ବାଇ ଇଣ୍ଡିଆନ୍ସ ଫାଇଟ୍, କୁଲଦୀପ-ରୋହିତ ଲଢ଼େଇ
  • ||
  • ଆହୁରି ଭୀଷଣ ହେବ ସୂର୍ଯ୍ୟଙ୍କ ପ୍ରକୋପ: ରାଜ୍ୟରେ ୩୦ ଯାଏ ରେଡ୍‌ ୱାର୍ଣ୍ଣିଂ, ଉପକୂଳ ଓ ପଶ୍ଚିମରେ ଅସମ୍ଭାଳ ତାତି
  • ||

ବରିଷ୍ଠ ଚଳଚ୍ଚିିତ୍ର ନିର୍ଦ୍ଦେଶକ ତଥା ପ୍ରଯୋଜକ ପ୍ରଶାନ୍ତ ନନ୍ଦ ପାଇବେ ପ୍ରମୋଦ ପତି ଚଳଚ୍ଚିତ୍ର ସମ୍ମାନ

ଭୁବନେଶ୍ୱର,୧୯/୦୧: ବରିଷ୍ଠ ଚଳଚ୍ଚିତ୍ର  ଅଭିନେତା, ନିର୍ଦ୍ଦେଶକ ଓ ପ୍ରଯୋଜକ ତଥା  ରାଜ୍ୟସଭା ସାଂସଦ ପ୍ରଶାନ୍ତ ନନ୍ଦ ପାଇବେ ଚଳିତ ବର୍ଷର ପ୍ରମୋଦ ପତି ଚଳଚ୍ଚିତ୍ର ସମ୍ମାନ-୨୦୨୪ ।  ଭାରତର ଅଭିନବ ଚଳଚ୍ଚିତ୍ରର ଜନକ ପ୍ରମୋଦ ପତିଙ୍କ ସ୍ମୃତିରେ ପ୍ରତିବର୍ଷ ପ୍ରମୋଦ ପତି ଟ୍ରଷ୍ଟ  ଦ୍ୱାରା ଏହି ସମ୍ମାନ ପ୍ରଦାନ କରାଯାଇଥାଏ । 

 ଜାନୁଆରୀ ୨୦ରେ ଏକ ସ୍ୱତନ୍ତ୍ର ଉତ୍ସବରେ ବୁଦ୍ଧ ମନ୍ଦିର ସଭାଗୃହରେ ବିଶିଷ୍ଟ ଅତିଥିଙ୍କ ଦ୍ୱାରା ଏହି ସମ୍ମାନ ପ୍ରଦାନ କରାଯିବ ।  ଅନେକ ଓଡ଼ିଆ କଥାଚିତ୍ରରେ ଅଭିନୟ କରି ପୁରସ୍କାର ପାଇବା ସହିତ ବହୁ  ଚଳଚ୍ଚିତ୍ରରେ ନିର୍ଦ୍ଦେଶନା ଓ ପ୍ରଯୋଜନା ସହ ସୁଖ୍ୟାତି ଲାଭ କରିଥିବା ଶ୍ରୀ ନନ୍ଦଙ୍କୁ  ଚଳିତ ବର୍ଷ ଏହି ସମ୍ମାନ ପ୍ରଦାନ କରାଯିବ ବୋଲି ଟ୍ରଷ୍ଟ ପକ୍ଷରୁ ସୂଚନା ଦିଆଯାଇଛି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.