ପ୍ରମୁଖ ଖବର
  • କେନ୍ଦ୍ରାପଡା : ପଟ୍ଟାମୁଣ୍ଡାଇ ଥାନା ବଡପଦା ଗାଁରେ ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ, ୫ ବର୍ଷର ଶିଶୁ ମୃତ
  • ||
  • ମଧ୍ୟପ୍ରଦେଶ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ କମଲନାଥ
  • ||
  • ବଲାଙ୍ଗୀର : ଓଡ଼ିଶାରେ ସବୁଠୁ ବଡ଼ IT ରେଡ୍, ୨୦ ସ୍ଥାନରେ ଚଢାଉ, ବାହାରୁଛି ବସ୍ତା ବସ୍ତା ଟଙ୍କା
  • ||
  • ଘଟଗାଁ : ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • କାଲିମେଳା : ଗାଁ ଦାଣ୍ଡରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ବ୍ରହ୍ମବରଦା : ମେଣ୍ଢା ଫାର୍ମ ହାଉସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୨୧ ମେଣ୍ଢା ଗୁରୁତର
  • ||
  • କଟକ: ଜନଶତାବ୍ଦୀ ଏକ୍ସପ୍ରେସ୍‌ର ବଗି ତଳେ ଲାଗିଲା ନିଆଁ, କଟକ ଷ୍ଟେସନରେ ଅଟକିଲା ଟ୍ରେନ୍
  • ||
  • ଭୁବନେଶ୍ୱର: ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଆନ୍ଦୋଳନକୁ ନା’, ଆଗାମୀ ୬ ମାସ ପର୍ଯ୍ୟନ୍ତ ଲାଗୁ ହେଲା ଏସ୍‌ମା
  • ||
  • ଭୁବନେଶ୍ୱର: କାଲୁଆ କରିଦେଲା କୋହଲା ପାଗ, ଦିନ ତାପମାତ୍ରା ୫ ଡିଗ୍ରୀ ଖସିଗଲା
  • ||

ଆଜି ବିଧାନସଭା ଉପବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନ, ଦୌଡ଼ରେ ୬ ବରିଷ୍ଠ ନେତା

ଭୁବନେଶ୍ୱର,୨୧/୧୧: ମଙ୍ଗଳବାରଠୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ । ଯାହା ଡିସେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ଉପବାଚସ୍ପତି ରଜନୀକାନ୍ତ ସିଂଙ୍କ ଇସ୍ତଫା ପରେ ଏହି ପଦ ଖାଲିପଡ଼ିଛି । 

ସୂଚନା ମୁତାବିକ, ୨୧ ତାରିଖ ସକାଳ ୯ଟା ୩୦ରେ ଓଡ଼ିଶା ବିଧାନସଭାର ଉପବାଚସ୍ପତି ନିର୍ବାଚନ ହେବ । ତା’ ପୂର୍ବରୁ ୨୦ ତାରିଖ ମଧ୍ୟାହ୍ନ ୧୨ଟା ସୁଦ୍ଧା ନାମାଙ୍କନ ଦାଖଲ ହେବ । ଉପବାଚସ୍ପତି  ପଦବୀ ପାଇଁ ବିଜେଡିର ବରିଷ୍ଠ ବିଧାୟକ ଅରବିନ୍ଦ ଢ଼ାଲି, ଶଶୀଭୂଷଣ ବେହେରା, ନିତ୍ୟାନନ୍ଦ ସାହୁ ଓ ପର୍ଶୁରାମ ଧଡ଼ାଙ୍କ ନାମ ନେଇ ଚର୍ଚ୍ଚା ଜୋର ଧରିଛି । ସେହିପରି ଯଦି ଜଣେ ମହିଳାଙ୍କୁ ଉପବାଚସ୍ପତି କରିବା ପାଇଁ ବିଜେଡି ଯୋଜନା କରିବ, ତେବେ ସେ ନେଇ ସୀମାରାଣୀ ନାୟକ ଓ ସୁନନ୍ଦା ଦାସ ଆଗରେ ଥିବା ଜଣାପଡିଛି ।

Copyright © 2022 - Summa Real Media Private Limited. All Rights Reserved.