ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||

ଆଜି ଲେପ୍ରୋସି କଲୋନୀ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୩୦/୦୧: ଆଜି ପଳାଶପଲ୍ଲୀ ଠାରେ ନିର୍ମାଣ ହୋଇଥିବା ଲିଙ୍ଗରାଜ ଲେପ୍ରୋସି କଲୋନୀକୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ଣରେ ଏହି କାର୍ଯ୍ୟକ୍ରମ ହେବ । ଲେପ୍ରୋସି କଲୋନୀରେ ରହୁଥିବା ୩୧ଟି ପରିବାରଙ୍କୁ ଘର ପ୍ରଦାନ କରାଯିବ । 

ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଅନୁଦାନ ପାଣ୍ଠିରୁ ୨.୫ କୋଟି ଟଙ୍କାରେ ଏହି ଘର ନିର୍ମାଣ କରାଯାଇଛି । ୩୬୭ ବର୍ଗ ଫୁଟରେ ନିର୍ମିତ ଏହି ଘରେ ଗୋଟିଏ ବେଡ୍‌ ରୁମ ସହିତ ରୋଷେଇ ଘର, ଶୌଚାଳୟ ରହିଛି । କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ଶସକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଓ ମେୟର ସୁଲୋଚନାଦାସ, ସ୍ଥାନୀୟ କର୍ପୋରେଟର ମହାମାୟା ସ୍ୱାଇଁ ଓ ବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ସେପଟେ ସୁନ୍ଦରପଦାରେ ଆଉ ଏକ କଲୋନୀ ନିର୍ମାଣ କରାଯାଉଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.