ପ୍ରମୁଖ ଖବର
  • ପାରାଦୀପ: ବିଦେଶୀ ଜାହାଜରେ ୨୨୦ କୋଟିର କୋକେନ୍‌ ଜବତ ମାମଲା, କ୍ରୁ ମେମ୍ବରଙ୍କୁ ଜେରା କରୁଛି ଏନ୍‌ସିବି ଟିମ୍‌
  • ||
  • ଭୁବନେଶ୍ୱର: ଚାକିରୀରୁ ବିଦା ହେଲେ ବୈପାରୀଗୁଡ଼ା ଥାନା IIC, ୩୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଜବତ କରିଥିଲା ଭିଜିଲାନ୍ସ
  • ||
  • ଆଜି ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: ପ୍ରଦୂଷଣ କମାନ୍ତୁ, ପ୍ରକୃତି ବଞ୍ଚାନ୍ତୁ
  • ||
  • ଭୁବନେଶ୍ୱର: ପାହାଳରେ ଟ୍ରକ୍‌କୁ ପିଟିଲା କାର୍, ଡ୍ରାଇଭରଙ୍କ ସହ ୩ ମୃତ
  • ||
  • ଭୁବନେଶ୍ୱର: ଆଜିଠୁ ଏମ୍‌ଆର୍‌ଏଫ୍‌ଟି ଆବେଦନ ଆରମ୍ଭ, ୩୦୦ ପିଲାଙ୍କୁ ମିଳିବ ଗବେଷଣା ପାଇଁ ଛାତ୍ରବୃତ୍ତି
  • ||
  • ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ, ୩ରେ ନେବ ବାତ୍ୟା ରୂପ: ୫ରୁ ପ୍ରବଳ ବର୍ଷା ସମ୍ଭାବନା, ଫସଲ ନଷ୍ଟ ଆଶଙ୍କା
  • ||
  • ଭୁବନେଶ୍ୱର: ୱାଟ୍‌କୋ ଦାଦାଗିରି: ରାତିଅଧିଆ ବନ୍ଦ କରିଦେଲେ ଗଣ୍ଡମୁଣ୍ଡା-ଜାଗମରା ରାସ୍ତା, ଇଟାଲୀରେ ମଉଜ କରୁଛନ୍ତି ଯନ୍ତ୍ରୀ
  • ||
  • ଭୁବନେଶ୍ୱର: ଏଲ୍‌-ନିନୋ ପ୍ରଭାବ: ଏ ବର୍ଷ ଶୀତ ପ୍ରକୋପ ପୂରା କମ୍‌, ଫେବ୍ରୁଆରୀରୁ ମାଡ଼ି ଆସିବ ତାତି
  • ||

ଝାଡଖଣ୍ଡ ବାଇପାଇ ଜଙ୍ଗଲରେ ଲ୍ୟାଣ୍ଡ ମାଇନ୍ ବିସ୍ପୋରଣ : ଜଣେ ଗୁରୁତର

ରାଉରକେଲା, ୧୪।୧୧ : ସୀମାନ୍ତ ଝାଡଖଣ୍ଡ ବାଇପାଇ ସଂଘ ଜଙ୍ଗଲରେ ଲ୍ୟାଣ୍ଡ ମାଇନ୍ ବିସ୍ପୋରଣ। ଏଥିରେ ଜଣେ ଗୁରୁତର ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ଗୁରୁତର ଜଣକ ହେଲେ ମଧୁ ତେଇସୁମ୍ । ଗୁରୁତର ଅବସ୍ତାରେ ହାତିବୁରା ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। 

 ଚାରିଜଣ ସାଧାରଣ ଲୋକ ଜଙ୍ଗଲ କୁ ଯାଇଥିଲେ ଶୁଖିଲା କାଠ ସଂଗ୍ରହ କରିବାକୁ । ଏହି ସମୟରେ ମାଓବାଦୀ ପୋତିଥିବା ଲ୍ୟାଣ୍ଡ ମାଇନ୍ ବିସ୍ପୋରଣ ହୋଇଥିଲା। କରିଛନ୍ତି   । ଏଥିରେ ଜଣେ ଗୁରୁତର  ହୋଇଥିବା ବେଳେ ତିନି  ଜଣ ଆହତ ହୋଇଥିଲେ ।  ଗୁରୁତର ଙ୍କୁ ହାତିବୁରା ଡାକ୍ତରଖାନାରେ ଭର୍ତ୍ତି  କରାଯାଇଛି।

Copyright © 2022 - Summa Real Media Private Limited. All Rights Reserved.