ପ୍ରମୁଖ ଖବର
  • ବରଗଡ଼ : ଗୋଡଭଗା ରେଳ ଷ୍ଟେସନ ନିକଟରେ ପୁରୁଣା କୋଠାଘର ଭାଙ୍ଗି ଜଣେ ମୃତ, ୩ ଗୁରୁତର
  • ||
  • ବିଜେପିର ମିଶ୍ରଣ ପର୍ବ: ପଦ୍ମ ଧରିଲେ ମୁକୁଦ ସୋଡ଼ି
  • ||
  • ବିଷାକ୍ତ ଖାଦ୍ୟ ଖାଇ ୨୦ରୁ ଅଧିକ ଅସୁସ୍ଥ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବିଜେପିରେ ମିଶିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି, ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ
  • ||
  • ବାପାକୁ ପିଟି ପିଟି ହତ୍ୟା! ଅଭିଯୁକ୍ତ ପୁଅ ଫେରାର୍‌
  • ||
  • DRDO କ୍ୟାମ୍ପରେ ଅଘଟଣ, ନିଜକୁ ଗୁଳି କରି ଯବାନଙ୍କ ଆତ୍ମହତ୍ୟା
  • ||
  • ରାଜଧାନୀରୁ ରହସ୍ୟଜନକ ଭାବେ ଡାକ୍ତର, ଇଞ୍ଜିନିୟର ନିଖୋଜ; ରେଳଷ୍ଟେସନ ସିସିଟିଭି ଅଣ୍ଡାଳୁଛି ପୁଲିସ
  • ||
  • ନୂଆଦିଲ୍ଲୀରେ ମୋଦି ସରକାରଙ୍କ ଶେଷ ମନ୍ତ୍ରୀ ପରିଷଦ ବୈଠକ, ରବିବାର ବିଭିନ୍ନ କାର୍ଯ୍ୟପନ୍ଥା ଉପରେ ଆଲୋଚନା
  • ||
  • ମାର୍ଚ୍ଚ ୬ରୁ ହାତୀ ଛୁଆଙ୍କ ପାଠପଢ଼ା ଆରମ୍ଭ, ୪ ଓଡ଼ିଆଙ୍କ ସମେତ ଆସାମରୁ ଆସିଛନ୍ତି ୨ ଦକ୍ଷ ଟ୍ରେନର୍
  • ||
  • WPL 2024: ବିଜୟକୁ ଫେରିଲା ମୁମ୍ବାଇ ଇଣ୍ଡିଆନ୍‌, ଆରସିବିକୁ ୭ ୱିକେଟ୍‌ରେ ହରାଇଲା
  • ||
  • ରବିବାର ୭ ଜିଲ୍ଲାରେ ବର୍ଷା, ଘଡ଼ଘଡ ସମ୍ଭାବନା: ଦିନରେ ତାତି ଆହୁରି ବଢ଼ିପାରେ
  • ||

କ୍ରିପଟୋ କରେନ୍ସି ନାଁରେ ଅନଲାଇନ୍‌ ଠକେଇ; ୫ ଗିରଫ, ୧ କୋଟି ଟଙ୍କା ଜବତ

ରାଉରକେଲା, ୨୭।୧: ରାଉରକେଲା ପୋଲିସର ବଡ଼ ସାଇବର କ୍ରାଇମର ଫର୍ଦ୍ଦାଫାଶ । କ୍ରିପଟୋ କରେନ୍ସି ନାଁରେ ଦୀର୍ଘ ଦିନରୁ ଅନଲାଇନରେ ଚଳାଇଥିଲେ ଫ୍ରଡ୍ କାରବାର । ୨୦୦ରୁ ଉର୍ଦ୍ଧ୍ୱ ସିମ୍‌ ସାହାଯ୍ୟରେ ଅଭିଯୁକ୍ତ ଏ ଫ୍ରଡ୍ କାରବାର କରୁଥିବା ସୂଚନା । କମ୍ବୋଡିଆରୁ ଚାଲିଥିଲା ଏହି କାରବାରର ସିନିଡିକେଟ୍ । ସୋସିଆଲ ସାଇଟ୍‌ରେ ବିଭିନ୍ନ ପ୍ରଲୋଭନ ଦେଖାଇ ଲୋକଙ୍କୁ ଠକୁଥିଲେ । 

ତେବେ ଘଟଣାରେ ୫ ଜଣଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି । ଗିରଫ ଅଭିଯୁକ୍ତମାନେ ଛତିଶଗଡ଼ ଓ ଦୁର୍ଗ ଅଞ୍ଚଳର ବୋଲି ସୂଚନା । ସାଇବର କ୍ରାଇମ ଓ ଇକୋନିମିକ ଅଫନ୍ସ ଆଇନରେ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ମାମଲାରେ ୧ କୋଟି ଟଙ୍କା ଜବତ ହୋଇଥିବା ପୋଲିସ ସୂଚନା ଦେଇଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.