ପ୍ରମୂଖ ଖବର
  • ୩ ଓ୍ବିକେଟ୍ ହରାଇ ସେମି ଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକା, ୱେଷ୍ଟଇଣ୍ଡିଜ୍‌ର ବିଶ୍ୱକପ୍ ସ୍ୱପ୍ନ ଧୂଳିସାତ୍
  • ||
  • ଅଷ୍ଟାଦଶ ଲୋକସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ
  • ||
  • ରୁଙ୍ଗଟା କାରଖାନାରେ ଅଘଟଣ, ଲୁହା ପ୍ଲେଟ୍ ଚାପି ହୋଇ ୨ ଶ୍ରମିକ ମୃତ
  • ||
  • ରି ଚେକିଂ ହେବ ୧୮ ହଜାର ମାଟ୍ରିକ୍‌ ଖାତା, ବୋର୍ଡରେ ଆବେଦନ କରିଛନ୍ତି ୫ ହଜାର ପରୀକ୍ଷାର୍ଥ
  • ||
  • କେନ୍ଦୁଝର: ରାସ୍ତା ପାରି ହେଉଥିବା ବେଳେ ମାଡ଼ିଗଲା ଟ୍ରକ୍, ମହିଳା ମୃତ
  • ||
  • ଭୋଗରାଇ: ବଙ୍ଗୀୟ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସହଯୋଗୀ ଫେରାର୍
  • ||
  • ସୁପର ୮ରେ ଭାରତ-ଅଷ୍ଟ୍ରେଲିଆ ବଡ଼ ଲଢ଼େଇ: ନେଟ୍‌ ରନରେଟ୍‌ ହେବ ଖେଳ, ଖଳନାୟକ ସାଜିପାରେ ବର୍ଷା
  • ||
  • ସୋମବାରଠୁ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ:୨୬ରେ ବାଚସ୍ପତି ନିର୍ବାଚନ, ୨୭ରେ ରାଜ୍ୟ ସଭା ବୈଠକ
  • ||
  • ଓଡ଼ିଶାର ୩୦ ଜିଲ୍ଲାକୁ ସମ୍ପୂର୍ଣ୍ଣ ଛୁଇଁଲା ମୌସୁମୀ ବାୟୁ, ଆସନ୍ତା ୩ ଦିନ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ଜାନୁଆରୀ ୧୭ ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ


ଭୁବନେଶ୍ବର, ୨୦।୧୧ ଆସନ୍ତା ଜାନୁଆରୀ ୧୭ ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ମହୋତ୍ସବ ଅନୁଷ୍ଠିତ ହେବ।  ଏହି ଅବସରରେ ସ୍ବତନ୍ତ୍ର ଉତ୍ସବ ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। 

ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ   ସବକମିଟି ବୈଠକ ବସିଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଏହି ବୈଠକକୁ ଅଧ୍ୟକ୍ଷତା କରୁଥିବା ବେଳେ ଜିଲ୍ଲାପାଳ ସମର୍ଥ ବର୍ମା, ଅତିରିକ୍ତ ଏସପି, ପରିଚାଳନା କମିଟି ସେବାୟତ ସଦସ୍ୟ ମାନେ ଉପସ୍ଥିତ ଥିଲେ। ତେବେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ନେଇ ଆୟୋଜିତ ହେବାକୁଥିବା ହୋମ ଯଜ୍ଞ ଠାରୁ ଆରମ୍ଭ କରି ଗଜପତି ମହାରାଜାଙ୍କ ଦ୍ୱାରା ପୂର୍ଣ୍ଣାହୂତି କାର୍ଯ୍ୟସୂଚୀ ଉପରେ ବିସ୍ତୃତ ଆଲୋଚନା ହୋଇଛି।

ଆହୁରି ପଢନ୍ତୁ : ଭୁବନେଶ୍ବରରେ ଚାଞ୍ଚଲ୍ୟ : ଅଫିସରେ ପଶି ପତ୍ନୀଙ୍କୁ ମରଣାନ୍ତକ ଆକ୍ରମଣ କଲା ସ୍ବାମୀ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.