ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଆସନ୍ତା ୫ରୁ ମାଲକାନଗିରି ବିମାନ ବନ୍ଦରରୁ ଉଡ଼ିବ ଯାତ୍ରୀବାହୀ ବିମାନ

ମାଲକାନଗିରି, ୧/୩ :  ମାଲକାନଗିରି ଜିଲ୍ଲାବାସୀଙ୍କ ପାଇଁ ଖୁସି ଖବର । ଆସନ୍ତା ୫ତାରିଖରୁ ମାଲକାନଗିରି ବିମାନ ବନ୍ଦରରୁ ଉଡ଼ିବ ଯାତ୍ରୀବାହୀ ବିମାନ । ଏ ନେଇ ସୁଚନା ଦେଇଛନ୍ତି ଏୟାର୍ ଅନ୍ ଇଣ୍ଡିଆର ବିମାନ ଅଧିକାରୀ । 

ଆଜି ପୁଣି ଥରେ ଏୟାର୍ ଅନ୍ ଇଣ୍ଡିଆ ପକ୍ଷରୁ ମାଲକାନଗିରି ବିମାନ ବନ୍ଦରରେ ଟ୍ରାଏଲ ରନ କରାଯାଇଥିଲା । ଏୟାର୍‌ପୋର୍ଟ ଅଥୋରିଟି ଅଫ ଇଣ୍ଡିଆର ଏଭିସନ ଆଡଭାଇଜର ସୁରେଶ ଚନ୍ଦ୍ର ହୋତା, କ୍ୟାପଟେନ ସବାରିଷ ଏସ କୁମାର, ଏୟାର୍‌ପୋର୍ଟ ସୁରକ୍ଷା ମ୍ୟାନେଜର ଗୁରିବିଲ୍ଲି ଓ ଏୟାର୍ ଅନ୍ ଇଣ୍ଡିଆ ବିମାନର ମ୍ୟାନେଜର ସମ୍ବିଦ ନାୟକ ପ୍ରମୁଖ ମାଲକାନଗିରି ବିମାନ ବନ୍ଦରରେ ଅବତରଣ କରି ରନ୍ ୱେ ଓ ଟର୍ମିନାଲ୍ ତଦାରଖ କରିଥିଲେ । ଜିଲ୍ଲା ପ୍ରଶାସନର ଅଧିକାରୀଙ୍କ ସହ ଆଲୋଚନା କରିବା ସହ ଖୁବଶୀଘ୍ର ଏଠାରୁ ଯାତ୍ରୀବାହୀ ବିମାନ ଚଳାଚଳ କରିବା ନେଇ ସୂଚନା ଦେଇଛନ୍ତି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.