ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଚତୁର୍ଥ ଜାତୀୟ ଚିଲିକା ପକ୍ଷୀ ମହୋତ୍ସବରେ ଫଟୋ ପ୍ରଦର୍ଶନୀ ଉଦଘାଟିତ

ଭୁବନେଶ୍ବର,୨୭।୧:  ଲୋକ ସେବା ଭବନରେ ଚତୁର୍ଥ ଜାତୀୟ ଚିଲିକା ପକ୍ଷୀ ମହୋତ୍ସବ ଆରମ୍ଭ ହୋଇଛି। ଏହି ଅବସରରେ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ରଙ୍କ ଦ୍ବାରା ଏକ ଫଟୋ ପ୍ରଦର୍ଶନୀ ଉଦଘାଟିତ ହୋଇଛି। ଏହିଟୋ

ଶନିବାରଠାରୁ ଚତୁର୍ଥ  ଜାତୀୟ ଚିଲିକା ପକ୍ଷୀ ମହୋତ୍ସବ ଆରମ୍ଭ ହେବାକୁ ଥିବାବେଳେ ମାନ୍ୟବର ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ର, ଏସିଏସ୍ ଟୁରିଜିମ୍ ଆଇଏଏସ୍ ସୁରେନ୍ଦ୍ର କୁମାର, ଓଟିଡିସି ଚେୟାରମ୍ୟାନ୍ ଡକ୍ଟର ଲେନିନ୍ ମହାନ୍ତି, ନନ୍ଦନକାନନ ନିର୍ଦ୍ଦେଶକ ମନୋଜ ନାୟାର ଏବଂ ପର୍ଯ୍ୟଟନ ନିର୍ଦ୍ଦେଶକ ଆଇଏଏସ୍ ସଚିନ୍ ଆର ଯାଦବ ଏହି ଉତ୍ସବରେ ଯୋଗ ଦେଇଛନ୍ତି। ମହୋତ୍ସବର ଉଦଘାଟନୀ ସମାରୋହରେ ଷ୍ଟେଟ୍ ଅଫ୍ ଇଣ୍ଡିଆର ପକ୍ଷୀ ରିପୋର୍ଟ ଲଞ୍ଚ କରାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.