ପ୍ରମୁଖ ଖବର
  • କାମାକ୍ଷାନଗର: ଅଜଣା ଗାଡ଼ି ଧକ୍କା ରେ ସାଇକେଲ ଆରୋହୀ ଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ରୋକ
  • ||
  • ଆସିଲା ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଚମ୍ପୁଆରୁ ସନାତନ ମହାକୁଡ଼, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ
  • ||
  • ଦିଲ୍ଲୀପ ରାୟଙ୍କ ରାସ୍ତାରେ ନିହାର କଣ୍ଟା ! ପ୍ରାର୍ଥୀ ଚୟନକୁ ନେଇ ଦେଖା ଦେଇଛି ବିବାଦ
  • ||
  • ଆଜି ପ୍ରକାଶ ପାଇବ ୟୁଜିସି-ନେଟ୍‌ ଜୁନ୍‌ ସେସନ୍‌-୨୦୨୪ ଆବେଦନ ପ୍ରକ୍ରିୟା
  • ||
  • ବାଇକ୍‌କୁ ଧକ୍କା ଦେଲା ଆମ୍ଵୁଲାନ୍ସ, ଦୁଇ ଶିଶୁଙ୍କ ଆଖି ଆଗରେ ଚାଲିଗଲା ବାପା-ମାଙ୍କ ଜୀବନ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ଜଣେ ଏବେ ବି ନିଖୋଜ
  • ||
  • ମେ'୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
  • ||
  • ଶନିବାର ବାହୁଡ଼ିବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ: ଦିନ ସାଢ଼େ ୧ରେ ପହଣ୍ଡି, ସାଢେ ୩ଟାରେ ରଥଟଣା
  • ||
  • ଶନିବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ଅଧ୍ୟକ୍ଷତା କରିବେ ଆର୍‌ଡିସି
  • ||
  • ଆଜି ବି ଅତି ଭୀଷଣ ଗ୍ରୀଷ୍ମପ୍ରବାହ, ୨୧ ଯାଏ ନିସ୍ତାର ନାହିଁ, କାଳବୈଶାଖୀ ପାଇଁ କମିପାରେ ତାତି
  • ||
  • IPL ୨୦୨୪: ଆଜି ଦିଲ୍ଲୀ-ହାଇଦ୍ରାବାଦ ଲଢ଼େଇ, କ୍ୟାପିଟାଲ୍ସ ଗଡ଼ ଧ୍ୱଂସ ପଥରେ ସନରାଇଜର୍ସ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି, ଦୁଇ ମୃତ, ୭ ନିଖୋଜ, ସକାଳୁ ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||

ବିଷାକ୍ତ ଖାଦ୍ୟ ଖାଇ ୨୦ରୁ ଅଧିକ ଅସୁସ୍ଥ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଯାଜପୁର ୦.୩/୦୩ : ବିଷାକ୍ତ ଖାଦ୍ୟ ଖାଇ ୨୦ରୁ ଅଧିକ ଅସୁସ୍ଥ । ଗୁରୁତର ଅବସ୍ଥାରେ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି। ଭଦ୍ରକ ଭଣ୍ଡାରିପୋଖରୀ ବ୍ଲକ ସଠଗାଁରେ ଝାଡ଼ାବାନ୍ତିର ଆତଙ୍କ। ଯାଜପୁର ମୁଖ୍ୟ ଡାକ୍ତର ଖାନାରେ ୧୦ ଜଣ ଭର୍ତ୍ତି କରାଯାଇଛି l ଗୁରୁତର ଅବସ୍ଥାରେ ୩ ଜଣଙ୍କୁ କଟକ ସ୍ଥାନାନ୍ତର। ଏବେ ବି ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସମସ୍ତ ରୋଗୀ ଚିକିତ୍ସିତ ହେଉଛନ୍ତି।

ସୂଚନା ମୁତାବିକ, ଶୁକ୍ରବାର ଗାଁକୁ ଆସିଥିବା ଭୋଜିକୁ ଗାଁର ଘରେ ଘରେ ବଣ୍ଟା ଯାଇଥିଲା। ଏହା ଖାଇବା ପରେ କେତେକ ଲୋକ ଝାଡା ଓ ବାନ୍ତି ହୋଇଥିଲେ। ଆଜି ୧୨ରୁ ଅଧିକ ବ୍ୟକ୍ତି ଅସୁସ୍ଥ ହୋଇ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ଜଣଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି। ବର୍ତମାନ ସମସ୍ତ ଙ୍କ ଚିକିତ୍ସା ଜାରି ରହିଥିବା ବେଳେ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ରହିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.