ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଥାନା ଭିତରେ ଯୁବକଙ୍କୁ ଛେଚିଲେ, ୨ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ

ବାଲିପାଟଣା, ୨୫।୨: ପୂର୍ବ ଶତୃତାକୁ କେନ୍ଦ୍ର କରି ଯୁବକଙ୍କୁ ଥାନା ଭିତରେ ମରଣାତ୍ମକ ଆକ୍ରମଣ । ଏଭଳି ଏକ ଘଟଣା ଘଟିଛି ବାଲିପାଟଣା ଥାନା ପରିସରରେ । ଶନିବାର ରାତି ପ୍ରାୟ ୧୦ଟାରେ ମୁଦୁଲି ସାହିର ଚିତ୍ତ ରଞ୍ଜନ ମୁଦୁଲି ଘରକୁ ଫେରୁଥିଲେ । ଏହି ସମୟରେ ୩ ଜଣ ଯୁବକ ପୂର୍ବ ଶତ୍ରୁତାରୁ ଚିତ୍ତ ରଞ୍ଜନଙ୍କୁ ଥାନା ନିକଟରେ ମାଡ଼ ମାରିଥିଲେ । ଚିତ୍ତ ରଞ୍ଜନ ନିଜ ଜୀବନ ବଞ୍ଚାଇବାକୁ ଚେଷ୍ଟା କରି ଥାନା ପରିସରକୁ ଦୌଡ଼ି ଆସିଥିଲେ । 

କିନ୍ତୁ, ଥାନା ପରିସରରେ ୩ ଜଣ ଯୁବକ ମାଡ଼ ମାରି ଲହୁଲୁହାଣ କରିବା ସହ ଏକ ଇଟାରେ ଚିତ୍ତରଞ୍ଜନଙ୍କ ମୁହଁକୁ ଛେଚି ଦେଇଥିଲେ । ତେବେ ପୋଲିସ ୨ ଜଣ ଯୁବକଙ୍କୁ କାବୁ କରିବା ପରେ ଦୁହିଁଙ୍କୁ ଥାନାରେ ଅଟକ ରଖିଛି । ଜଣେ ଅଭିଯୁକ୍ତ ଘଟଣାସ୍ଥଳରୁ ଖସିଯାଇଥିବା ସୂଚନା । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.