ପ୍ରମୁଖ ଖବର
  • ଭୁବନେଶ୍ଵର : ଲୁମ୍ବିନୀ ବିହାର ମା' ମଙ୍ଗଳା ବସ୍ତିରେ ବିଲ୍ ଗେଟ୍‌ସ, ଲୋକମାନଙ୍କୁ ଭେଟି ବିଭିନ୍ନ ମୌଳିକ ସୁବିଧା ସମ୍ପର୍କରେ ପଚାରି ବୁଝିଲେ
  • ||
  • ଭୁବନେଶ୍ଵର : ଓଡ଼ିଶା ଆସୁଛନ୍ତି ମହାମହିମ, ମା' କିଚକେଶ୍ଵରୀଙ୍କ ଦର୍ଶନ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||

ସାଧାରଣତନ୍ତ୍ର ଦିବସ ପରେଡରେ ଓଡିଶାର ପ୍ରଜ୍ଞାପନ ମେଢ ପ୍ରଥମ, ଟ୍ରଫି ଓ ମାନପତ୍ର ପ୍ରଦାନ

ଭୁବନେଶ୍ବର,୩୦।୧ :  ନୂଆଦିଲ୍ଲୀସ୍ଥିତ କର୍ତ୍ତବ୍ଯ ପଥରେ ଅନୁଷ୍ଠିତ ଜାତୀୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡରେ ଓଡିଶାର ପ୍ରଜ୍ଞାପନ ମେଢ ସମଗ୍ର ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଛି।  ନୂଆଦିଲ୍ଲୀରେ ଆୟୋଜିତ ଏକ ବର୍ଣ୍ଣାଢ୍ଯ କାର୍ଯ୍ୟକ୍ରମରେ  ଟ୍ରଫି ଓ ମାନପତ୍ର ପ୍ରଦାନ କରାଯାଇଛି। 

ଓଡ଼ିଶା ସରକାରଙ୍କ ପକ୍ଷରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ସହକାରୀ ସୂଚନା ଅଧିକାରୀ ହରପ୍ରସାଦ ମହାପାତ୍ର ଓ ପ୍ରଜ୍ଞାପନ ମେଢର ଶିଳ୍ପୀ କିର୍ତ୍ତୀ କିଶୋର ମହାରଣା ଭାରତ ସରକାରଙ୍କ ପ୍ରତିରକ୍ଷା ରାଷ୍ଟ୍ର ମନ୍ତ୍ରୀ ଅଜୟ ଭଟ୍ଟଙ୍କ ଠାରୁ ଟ୍ରଫି ଓ ପ୍ରମାଣପତ୍ର ଗ୍ରହଣ କରିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.