ପ୍ରମୂଖ ଖବର
  • କଟକ: କୋର୍ଟରେ ହାଜର ହେଲେ ଅନୁଭବ ମହାନ୍ତି, ଘରୋଇ ହିିଂସା ମାମଲାରେ ଜାରି ହୋଇଥିଲା NBW
  • ||
  • ଓଡିଶା ବିଧାନସଭାକୁ ମିଳିଲା ନୂଆ ବାଚସ୍ପତି, ରଣପୁର ବିଧାୟିକା ସୁରମା ପାଢ଼ୀ ହେଲେ ବାଚସ୍ପତି
  • ||
  • ତୀର୍ଥଯାତ୍ରୀ ବସ ଉପରକୁ ଆତଙ୍କୀ ହମଲା ଘଟଣା, ଅଭିଯୁକ୍ତ ଗିରଫ
  • ||
  • ବିଶ୍ୱକପ୍‌ର ସୁପର-୮ ରାଉଣ୍ଡ୍‌: ଟିମ୍‌ ଇଣ୍ଡିଆ ପାଇଁ ଆଫଗାନ ସ୍ପିନ୍‌ ଚ୍ୟାଲେଞ୍ଜ, ଫୋକସ୍‌ରେ କୋହଲିଙ୍କ ଫର୍ମ
  • ||
  • ପଟିଆ ଛକ ନିକଟ ଲକି ଇଣ୍ଡିଆ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ଦୀର୍ଘ ଘଣ୍ଟା ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବାଲେଶ୍ୱରରେ ସୁଧୁରୁଛି ସ୍ଥିତି: ସକାଳୁ କର୍ଫ୍ୟୁ କୋହଳ, ୧୧ଟା ସୁଦ୍ଧା କାମ ସାରି ଘରକୁ ଫେରିବାକୁ ନିବେଦନ
  • ||
  • ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷିବ: ମାଲକାନଗିରିରେ ମୌସୁମୀ ସକ୍ରିୟ
  • ||

ନଭେମ୍ବର ୨୦ରେ ମୟୂରଭଞ୍ଜ ଆସୁଛନ୍ତି ରାଷ୍ଟ୍ରପତି ! ବାଦାମପାହାଡ଼ରେ ୩ ଟ୍ରେନ୍‌ର ଶୁଭାରମ୍ଭ କରିବେ

ରାଇରଙ୍ଗପୁର, ୦୫/୧୧: ନଭେମ୍ବର ୨୦ରେ ଦୁଇଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  ବାଦାମପାହାଡ଼ ରେଲୱେ ରୁଟ୍‌ରେ ପ୍ରସ୍ତାବିତ ୩ ନୂତନ ଟ୍ରେନ୍‌ ରାଷ୍ଟ୍ରପତିଙ୍କ କରକମଳରେ ଲୋକାର୍ପିତ ହେବ । ସେହିଦିନ ହିଁ ଅନ୍ୟ ଏକ ଟ୍ରେନ୍‌ ଟାଟାରୁ ରାଉରକେଲାକୁ ଗଡ଼ିବ । ଉକ୍ତ ଦିନ ବାଦାମପାହାଡ଼ ରେଳଷ୍ଟେସନରେ  ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯିବ । ସେଠାରୁ ରାଷ୍ଟ୍ରପତି ୩ଟି ଟ୍ରେନ୍‌ର ଶୁଭାରମ୍ଭ  କରିବେ ବୋଲି ଶନିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ରାଇରଙ୍ଗପୁର ବିଧାୟକ ନବଚରଣ  ମାଝି । ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି ପୂରଣ  ହେବାକୁ ଯାଉଥିବାରୁ ଏଥିନିମନ୍ତେ ବିଧାୟକ  କେନ୍ଦ୍ର ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.