ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ୩ୟ ଦିନ, ଭଞ୍ଜବିହାର ସମାବର୍ତ୍ତନ ଉତ୍ସବରେ ଦେଲେ ଉଦ୍‌ବୋଧନ

Published By : Prameya | March 1, 2024 3:21 PM

ଗୋପାଳପୁର, ୧।:୩ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ୨୫ ତମ ସମବର୍ତ୍ତନ ଉତ୍ସବ ସ୍ଥାନୀୟ ବିଜୁ ପଟ୍ଟନାୟକ ଅଡିଟୋରିୟମ୍‌ଠାରେ ଅନୁଷ୍ଠିତ ହୋଇଛି । କାର୍ଯ୍ୟକ୍ରମକୁ ରାଜ୍ୟପାଳ ରଘୁବର ଦାସ ପୌରହିତ୍ୟ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ସମାଜରେ ଜ୍ଞାନର ଉପଲବ୍ଧିତା ସହିତ ଉତ୍ତମ ପରକାଷ୍ଠା ସ୍ୱାଭଲମ୍ୱୀର ପ୍ରୟୋଗଶାଳା, ଶିକ୍ଷା ଓ ସଫଳତାର ମୁଖ୍ୟ ଉଦେଶ୍ୟ ସମାଜର କଲ୍ୟାଣ ହେବା ଜରୁରୀ ବୋଲି କହିଥିଲେ l ଶିକ୍ଷା ସହିତ ଦାୟିତ୍ୱ ବୋଧତା ଏକ ଉତ୍ତମ ନାଗରିକ ଗଠନ କରିବାରେ ସହାୟକ ହୁଏ l ଓଡ଼ିଆର ସମସ୍ତ ପ୍ରଭାଦ ପୁରୁଷଙ୍କ ସ୍ମୃତି ଚାରଣ କରି ଅବଦାନକୁ ଗର୍ବିତ ବୋଲି କହିଥିଲେ l 

ମହିଳା ସଶକ୍ତିକରଣ ଏବଂ ଲିଙ୍ଗଗତ ସମାନତା ସ୍ୱାଭଲମ୍ୱୀ ହେବା ଦିଗରେ ଏକ ଆଶା ଉନ୍ମୋଚନ କରିଛି l ସମାଜର ସମସ୍ତ ନାଗରିକ ମୁଖ୍ୟ ଉଦ୍ଦେଶ୍ୟ ରାଷ୍ଟ୍ରହିତ ଏବଂ ଦକ୍ଷତା ବିକାଶ ପ୍ରତି ସମର୍ପିତ ନିତ୍ୟାନ୍ତ ଆବଶ୍ୟକ ବୋଲି କହିଥିଲେ । ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ଉଚ୍ଚ ଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଗ ଦେଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.