ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ

ଭୁବନେଶ୍ବର, ୨୭।୧ ଶତାୟୁ ସ୍ବାଧିନତା ସଂଗ୍ରାମୀ ନିଳମଣୀ ସାମଲଙ୍କ  ଶନିବାର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୧୦୨ ବର୍ଷ ହୋଇଥିଲା।କଟକ ବଡ଼ ମେଡ଼ିକାଲରେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କର ବିୟୋଗ ଘଟିଛି । କଟକ ବଡ ମେଡିକାଲ ମେଡିସିନ ବିଭାଗ ଆଇ ସି ୟୁ ରେ ତିନି ଦିନ ଧରି ଚିକିତ୍ସାଧୀନ ଥିଲେ।

ଯାଜପୁର ବାଲିଚନ୍ଦ୍ରପୁର ଅଞ୍ଚଳରେ  ନିଳମଣୀ ସାମଲଙ୍କ ଘର  । ସ୍ଵାଧୀନତା ସଂଗ୍ରାମ ସମୟରେ ୩ ବର୍ଷ କାରାଦଣ୍ଡ ଭୋଗିଥିଲେ। ନୀଳମଣି ଦୁଇ ଥର ରାଷ୍ଟ୍ରପତି ପୁରସ୍କାର ପାଇଛନ୍ତି  । ସେ ଅଲ୍ ଓଡିଶା ଫ୍ରୀଡମ ଫାଇଟର ସଂଘ ର ସଭାପତି ଥିଲେ।  ତାଙ୍କ ମୃତ୍ୟୁ ଖବର ପାଇ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ଅମର ଆତ୍ମା ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। 

ଆହୁରି ପଢନ୍ତୁ : କ୍ୟାପିଟାଲ ହସ୍ପିଟାଲରେ ୨୨ ଦିନର ଶିଶୁକୁ ଛାଡ଼ି ବାପା-ମା’ ଫେରାର

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.