ପ୍ରମୁଖ ଖବର
  • ରାଉରକେଲା : ନାଳରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗ୍ରାହକ ସାଜି ମାଡିବସିଲା ଏସଟିଏଫ୍, ୨ ବଜ୍ରକାପ୍ତା ବେପାରୀ ଗିରଫ
  • ||
  • ନୂଆଦିଲ୍ଲୀ: ମାର୍ଚ୍ଚ ଯାଏ ପିଆଜ ରପ୍ତାନି ବ୍ୟାନ୍, ଉପଲବ୍ଧତା ବଢ଼ାଇ ଦର କମାଇବା ଯୋଜନା
  • ||
  • ମୁମ୍ବାଇ: ଆଜି ଦ୍ୱିତୀୟ ମହିଳା ଟି-ଟ୍ୱେଣ୍ଟି: ସିରିଜ ବିଜୟ ପାଇଁ ଇଂଲଣ୍ଡ ଟିମ୍‌ର ଯୋଜନା, ଭାରତ ପାଇଁ ‘କର ବା ମର’ ସ୍ଥିତି
  • ||
  • ନବରଙ୍ଗପୁର: ଭାଲୁ ସହ ଲଢେ଼ଇ କରି ଜୀବନ ହାରିଲେ ଠିକାଦାର
  • ||
  • ନୂଆଦିଲ୍ଲୀ: ଆଜି ଡବ୍ଲ୍ୟୁପିଏଲ୍‌-୨ ଖେଳାଳି ନିଲାମ: ତାଲିକାରେ ୧୬୫ ଖେଳାଳି, କିଣା ହେବେ ୩୦
  • ||
  • ଲମତାପୁଟରେ ହାଡ଼ଭଙ୍ଗା ଶୀତ, ୯ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଭୁବନେଶ୍ୱର: ଖାଉଟିଙ୍କ ସ୍ୱାଦ ବିଗାଡୁଛି ରସୁଣ ଦର: ୨୫୦ ଟପିଲା ଦାମ୍, ହୋଲ୍‌ସେଲ୍‌ ମୂଲ୍ୟ ୨୧୦ଟଙ୍କା
  • ||
  • ଆଜିଠୁ ‘ସୋଆ’ରେ ଆଇଏନ୍‌ଏଇ ବାର୍ଷିକ ସମ୍ମିଳନୀ, ଯୋଗଦେବେ ଇସ୍ରୋ ଅଧ୍ୟକ୍ଷ ସୋମନାଥଙ୍କ ସମେତ ଦେଶବିଦେଶର ବହୁ ବୈଜ୍ଞାନିକ
  • ||

ବିଜେଡିରୁ ବିଦା ହେଲେ ରଘୁରାମ ମାଛ, ଦଳ ବିରୋଧୀ କାର୍ଯ୍ୟ ଯୋଗୁଁ ବହିଷ୍କୃତ

କୋରାପୁଟ, ୬/୧୧ : ବିଜେଡିରୁ ବିଦା ହେଲେ ରଘୁରାମ ମାଛ। କୋରାପୁଟ ନିର୍ବାଚନ ମଣ୍ଡଳୀର ୨୦୧୪ ନିର୍ବାଚନର ବିଜେଡି ବିଧାୟକ ପ୍ରାର୍ଥୀ ରଘୁରାମ ମାଛଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଯୋଗୁଁ ତାଙ୍କୁ ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ବହିଷ୍କୃତ କରିଥିବା ରାଜ୍ୟ ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ଏକ ପ୍ରେସ ବିବୃତିରେ ଜଣାଇଛନ୍ତି। 

ଏହି କାର୍ଯ୍ୟାନୁଷ୍ଠାନକୁ ନେଇ ରଘୁରାମ କହିଛନ୍ତି ଯେ, ସେ ଦଳ ପାଇଁ କାମ କରୁଥିଲେ। ପୂର୍ବରୁ ଦଳ ଯାହା ଦାୟିତ୍ଵ ଦେଇଛି ସବୁ ନିଷ୍ଠାର ସହ କରିଛନ୍ତି। ତେବେ ତାଙ୍କ ସଙ୍ଗଠନ ଦେଖି ଦଳର ଜଣେ ବିଧାୟକ ରାଜ୍ୟ ସଙ୍ଗଠନ ନିକଟରେ ଏଭଳି  ପ୍ରରୋଚନା କରିଛନ୍ତି। ବର୍ତମାନ ତାଙ୍କ ଆଗାମୀ କାର୍ଯ୍ୟପନ୍ଥା ସମ୍ପର୍କରେ ପଚାରିବାରୁ ସେ ସଙ୍ଗଠନ କାର୍ଯ୍ୟ ବନ୍ଦ୍ କରିବେ ନାହିଁ। ଅନ୍ୟ କୌଣସି ଦଳ ଆମନ୍ତ୍ରିତ କଲେ ଚିନ୍ତା କରିବେ ବୋଲି କହିଛନ୍ତି। 

ପ୍ରକାଶ ଥାଉ ଯେ, କିଛି ଦିନ ପୂର୍ବେ ରଘୁରାମ ବିଜେଡି ଛାଡି ବିଜେପିରେ ଯୋଗ ଦେବା ନେଇ ଚର୍ଚ୍ଚା ହେଉଥିଲା। ଯାହାକୁ ସେତେବେଳେ ସେ ଖଣ୍ଡନ କରିଥିଲେ।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.