ପ୍ରମୁଖ ଖବର
  • କେନ୍ଦୁଝର ପାଟଣା ଗଣିତ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ, ସୋସିଆଲ ମିଡିଆ​‌ରେ ଭାଇରାଲ
  • ||
  • କପି ଚେକିଂ ଆଳରେ ଅସଦାଚରଣ ଅଭିଯୋଗ, ଥାନାରେ ମାଟ୍ରିକ ପରୀକ୍ଷାର୍ଥୀ
  • ||
  • ଲୋକସେବା ଭବନ ଘେରିବ କଂଗ୍ରେସ, ବିଶାଳ ଶୋଭାଯାତ୍ରାରେ ସାମିଲ ହେବେ ହଜାର ହଜାର କଂଗ୍ରେସ କର୍ମୀ
  • ||
  • ଆଜି ଓଡ଼ିଶାର ୨୧ ଅମୃତ ଭାରତ ରେଳ ଷ୍ଟେସନର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ
  • ||
  • ଗର୍ଭବତୀଙ୍କ ପେଟକୁ ନର୍ସ ଖୁନ୍ଦା ମାରିଥିବା ଅଭିଯୋଗ, ଚାଲିଗଲା ମା ଓ ଛୁଆଙ୍କ ଜୀବନ
  • ||
  • ଓଡ଼ିଶା ଗଞ୍ଜେଇ ଚକୋଲେଟ୍‌ରେ ଝୁମୁଛି ହାଇଦ୍ରାବାଦ: ବାଲେଶ୍ୱରରେ ତିଆରି, ଦାଦନଙ୍କ ମାଧ୍ୟମରେ ହେଉଛି ଚାଲାଣ
  • ||
  • ଓସ୍ତପୁର ହଳଦିଢ଼ିଅ ନିକଟ ଗଛକୁ ପିଟିଲା ବୋଲେରୋ: ୩ ମୃତ, ୪ ଗୁରୁତର
  • ||
  • ଆଜି ୫-ଟି ଅଧ୍ୟକ୍ଷଙ୍କ ଅନୁଗୁଳ ଗସ୍ତ, ଛାତ୍ରବୃତ୍ତି ପ୍ରମାଣପତ୍ର ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ରାଜ୍ୟରେ ଆହୁରି ତିନି ଦିନ ବର୍ଷା: ଉପକୂଳରେ ଅଧିକ ବର୍ଷିବା ସମ୍ଭାବନା, ୨୮ ଯାଏ କୋହଲା ପାଗ
  • ||

ମଦ ବେପାରୀଙ୍କ ଘରେ ଚଢାଉ, ଦେଶୀ ମଦ ସହ ବୋଲେରୋ ଜବତ, ୩ ଗିରଫ

ଖଣ୍ଡପଡ଼ା, ୦୮/୧୨ : ଭାପୁର ବ୍ଲକ ଗୋବର୍ଦ୍ଧନ ପ୍ରସାଦ ଗାଁରେ ଖଣ୍ଡପଡ଼ା ଅବକାରୀ ବିଭାଗର ଚଢାଉ। ଦେଶୀ ମଦ ସହ ବୋଲେରୋ ଗାଡି ଓ ମଦ ପାଉଚ ତିଆରି ମେସିନ୍ ଜବତ କଲା ଅବକାରୀ ବିଭାଗ। ଏହା ସହ ୩ ଅଭିଯୁକ୍ତ ଗିରଫ ହୋଇଛନ୍ତି।

ବିଭିନ୍ନ ସୂତ୍ରରୁ ଖବର ପାଇ ରାଜ୍ୟ ଅବକାରୀ ବିଭାଗର ଫ୍ଲାଇଙ୍ଗ୍ ସ୍କ୍ଵାଡ ଗୁରୁବାର ରାତିରେ ଭାପୁର ବ୍ଲକ ଗୋବର୍ଦ୍ଧନ ପ୍ରସାଦ ଗାଁର ତପନ ସାହୁଙ୍କ ଘରେ ଚଢ଼ାଉ କରିଥିଲା। ଚଢ଼ାଉ ସମୟରେ ବିଭାଗ ପକ୍ଷରୁ ଦେଶୀ ମଦ ପାଉଚ ମେସିନ୍, ଦେଶୀ ମଦ, ଏକ ବୋଲେରୋ ଗାଡି, ଲକ୍ଷାଧିକ ତାଙ୍କର ଦେଶୀ ମଦ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ଖଣ୍ଡପଡ଼ା ଅଞ୍ଚଳରେ ବ୍ୟାପକ ଦେଶୀ ମଦ ବେଆଇନ ଭାବେ ବିକ୍ରି ହେଉଥିବା ଅଭିଯୋଗ ହୋଇଆସୁଥିଲା। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.