ପ୍ରମୁଖ ଖବର
  • କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ, ୧୫ ସୁଦ୍ଧା ଘୋଷେଣା ହେବ ପ୍ରାର୍ଥୀ ତାଲିକା
  • ||
  • କ୍ୟାପିଟାଲ ହସ୍ପିଟାଲରେ ମହିଳାଙ୍କୁ ଦୁର୍ବ୍ୟବହାର, ଧାରଣାରେ ବସିଲେ ସିକ୍କ୍ୟୁରିଟ୍ ଓ ସଫୋଇ କର୍ମୀ
  • ||
  • ବିଜେଡି ଛାଡିଲେ ପୂର୍ବତନ ରାଜ୍ୟ ଯୁବ ଉପସଭାପତି ରାକେଶ ନାୟକ
  • ||
  • ଆଜି ଆସିବ ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଘୋଷଣା ହୋଇପାରେ ୨୫ ପ୍ରାର୍ଥୀଙ୍କ ନା
  • ||
  • ରୋଷେୟାକୁ ହାଣିଲା ହୋଟେଲ ମାଲିକ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବକାରୀ ବିଭାଗ ହାଜତରେ ଥାର୍ଡ ଡିଗ୍ରୀ ! ମଦ ବ୍ୟବସାୟୀ ଗୁରୁତର, ହତ୍ୟା ଉଦ୍ୟମ ଅଭିଯୋଗ
  • ||
  • ବେଲଗାମ ବୟାନ ଉପରେ ଲାଗିବ ଅଙ୍କୁଶ, ନିର୍ବାଚନ କମିଶନ ଆଣିବେ ନୂଆ ମାର୍ଗଦର୍ଶିକା
  • ||
  • ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର ଇସ୍ରାଏଲ, ଇରାନକୁ ଯାତ୍ରା ବାରଣ
  • ||
  • ୭୭ବର୍ଷରେ ପାଦ ଦେଲା ସ୍ୱପ୍ନର ସହର ଭୁବନେଶ୍ୱର, ୧୯୪୮ ମସିହାରେ ହୋଇଥିଲା ଗଠନ
  • ||
  • IPL 2024: ପଞ୍ଜାବ କିଙ୍ଗ୍‌ସ- ରାଜସ୍ଥାନ ରୟାଲ୍ସ ମୁକାବିଲା, ମୁଲନପୁରରେ ହେବ ପେସ୍‌ ଟେଷ୍ଟ୍‌
  • ||
  • ଶନିବାରଠୁ ୬ ଦିନ ଜଳାଇବ ତାତି, ୬ରୁ ୮ ଡିଗ୍ରୀ ବଢ଼ିଯିବ ତାପମାତ୍ରା;୧୪ରୁ ପୁଣି ନିର୍ଘାତ ଖରା
  • ||

ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା, ହାତ ଛାଡ଼ିଲେ ପିସିସି ଉପସଭାପତି ରଜତ ଚୌଧୁରୀ

ଭୁବନେଶ୍ୱର ୦୧/୦୩: ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା।ହାତ ଛାଡ଼ିଲେ ଛାଡିଲେ ପିସିସି ଉପସଭାପତି ରଜତ ଚୌଧୁରୀ। ଦଳର ପ୍ରାଥମିକ ସଦଶ୍ୟତା ପଦରୁ ଇସ୍ତଫା ନେଇ ପିସିସିଙ୍କୁ ଚିଠି ଲେଖିଥିବା ସୂଚନା ଦେଲେ ରଜତ। ୨୦୧୪ରୁ ୨୦୧୬ ଯୁବ କଂଗ୍ରେସ ସଭାପତି ଓ ପରେ ପିସିସି ସାଧାରଣ ସମ୍ପାଦକ ପଦରେ ରହିଥିଲେ। ଦଳୀୟ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ଥିବା ଯୋଗୁଁ ଦଳ ଛାଡିଥିବା ଚର୍ଚ୍ଚା ହୋଇଛି। ଏବେ ଦେଖିବାକୁ ବାକି ରହିଲା ରଜତ ଚୌଧୁରୀ କେଉଁ ଦଳ ଯାଉଛି।


  • prameyanews
  • PrameyaOdia
  • prameya
  • congress
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.