ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା, ହାତ ଛାଡ଼ିଲେ ପିସିସି ଉପସଭାପତି ରଜତ ଚୌଧୁରୀ

ଭୁବନେଶ୍ୱର ୦୧/୦୩: ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା।ହାତ ଛାଡ଼ିଲେ ଛାଡିଲେ ପିସିସି ଉପସଭାପତି ରଜତ ଚୌଧୁରୀ। ଦଳର ପ୍ରାଥମିକ ସଦଶ୍ୟତା ପଦରୁ ଇସ୍ତଫା ନେଇ ପିସିସିଙ୍କୁ ଚିଠି ଲେଖିଥିବା ସୂଚନା ଦେଲେ ରଜତ। ୨୦୧୪ରୁ ୨୦୧୬ ଯୁବ କଂଗ୍ରେସ ସଭାପତି ଓ ପରେ ପିସିସି ସାଧାରଣ ସମ୍ପାଦକ ପଦରେ ରହିଥିଲେ। ଦଳୀୟ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ଥିବା ଯୋଗୁଁ ଦଳ ଛାଡିଥିବା ଚର୍ଚ୍ଚା ହୋଇଛି। ଏବେ ଦେଖିବାକୁ ବାକି ରହିଲା ରଜତ ଚୌଧୁରୀ କେଉଁ ଦଳ ଯାଉଛି।


  • prameyanews
  • PrameyaOdia
  • prameya
  • congress
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.