ପ୍ରମୁଖ ଖବର
  • ପାରାଦୀପ ବନ୍ଦରରୁ କଂଟେନର୍ ଏକ୍‌ଜିମ୍‌ ସେବା ଆରମ୍ଭ, ପଣ୍ୟ ପରିବହନ କ୍ଷେତ୍ରରେ ଯୁଗାନ୍ତକାରୀ ପଦକ୍ଷେପ
  • ||
  • କେନ୍ଦୁଝର ପାଟଣା ଗଣିତ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ, ସୋସିଆଲ ମିଡିଆ​‌ରେ ଭାଇରାଲ
  • ||
  • କପି ଚେକିଂ ଆଳରେ ଅସଦାଚରଣ ଅଭିଯୋଗ, ଥାନାରେ ମାଟ୍ରିକ ପରୀକ୍ଷାର୍ଥୀ
  • ||
  • ଲୋକସେବା ଭବନ ଘେରିବ କଂଗ୍ରେସ, ବିଶାଳ ଶୋଭାଯାତ୍ରାରେ ସାମିଲ ହେବେ ହଜାର ହଜାର କଂଗ୍ରେସ କର୍ମୀ
  • ||
  • ଆଜି ଓଡ଼ିଶାର ୨୧ ଅମୃତ ଭାରତ ରେଳ ଷ୍ଟେସନର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ
  • ||
  • ଗର୍ଭବତୀଙ୍କ ପେଟକୁ ନର୍ସ ଖୁନ୍ଦା ମାରିଥିବା ଅଭିଯୋଗ, ଚାଲିଗଲା ମା ଓ ଛୁଆଙ୍କ ଜୀବନ
  • ||
  • ଓଡ଼ିଶା ଗଞ୍ଜେଇ ଚକୋଲେଟ୍‌ରେ ଝୁମୁଛି ହାଇଦ୍ରାବାଦ: ବାଲେଶ୍ୱରରେ ତିଆରି, ଦାଦନଙ୍କ ମାଧ୍ୟମରେ ହେଉଛି ଚାଲାଣ
  • ||
  • ଓସ୍ତପୁର ହଳଦିଢ଼ିଅ ନିକଟ ଗଛକୁ ପିଟିଲା ବୋଲେରୋ: ୩ ମୃତ, ୪ ଗୁରୁତର
  • ||
  • ଆଜି ୫-ଟି ଅଧ୍ୟକ୍ଷଙ୍କ ଅନୁଗୁଳ ଗସ୍ତ, ଛାତ୍ରବୃତ୍ତି ପ୍ରମାଣପତ୍ର ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ରାଜ୍ୟରେ ଆହୁରି ତିନି ଦିନ ବର୍ଷା: ଉପକୂଳରେ ଅଧିକ ବର୍ଷିବା ସମ୍ଭାବନା, ୨୮ ଯାଏ କୋହଲା ପାଗ
  • ||

ରବିବାର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦିବସ, ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଜ୍ୟପାଳ

ଭୁବନେଶ୍ୱର ୦୨/୧୨: ଡିସେମ୍ବର  ୩ (ରବିବାର) ରମାଦେବୀ ମହିଳା  ବିଶ୍ୱବିଦ୍ୟାଳୟର ୯ତମ ପ୍ରତିଷ୍ଠା ଦିବସ ।  ବିଶ୍ୱବିଦ୍ୟାଳୟ ନୂଆ ପ୍ରେକ୍ଷାଳୟରେ  ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ  ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟ କୁଳାଧିପତି ରଘୁବର ଦାସ  ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏଥିସହ  ଅତିଥି ଭାବେ ସାଉଥ୍‌ କୋରିଆ ହଙ୍ଗ୍‌ ବିପ୍‌  ଟେମ୍ପୁଲ୍‌ର ଭେନ୍‌ ସିମ୍‌ ସନ୍‌, ଶ୍ରୁତି ମହାପାତ୍ର  ପ୍ରମୁଖ ଯୋଗ ଦେବେ । କାର୍ଯ୍ୟକ୍ରମରେ  କୁଳପତି ପ୍ରଫେସର ଅପରାଜିତା ଚୌଧୁରୀ,  କୁଳସଚିବ ଶ୍ୟାମଳୀ ମହାପାତ୍ର, ପିଜି  କାଉନସିଲ୍‌ ଚେୟାରମ୍ୟାନ୍‌ ପ୍ରଫେସର ଚଣ୍ଡୀ  ଚରଣ ରଥଙ୍କ ସମେତ ସମସ୍ତ ଅଧ୍ୟାପକ,  ଛାତ୍ରୀ ଓ ଆଲୁମିନିମାନେ ଉପସ୍ଥିତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.