ପ୍ରମୁଖ ଖବର
  • ପଦ୍ମ ଧରିଲେ ପ୍ରଶାନ୍ତ ଜଗଦେବ, ବିଜେଡିରୁ ହୋଇଥିଲେ ୨ ଥରର ବିଧାୟକ
  • ||
  • ରତ୍ନଭଣ୍ଡାର ଅଳଙ୍କାର ଲିଷ୍ଟ ପାଇଁ କମିଟି ଗଠନ, ୧୨ ଜଣିଆ କମିଟି ଗଠନ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ, ମହାରାଜ ଗଜପତିଙ୍କ ଅଧ୍ୟକ୍ଷତାରେ ବସିଛି ମିଟିଂ
  • ||
  • ମାର୍ଚ୍ଚ ୫​‌ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚଣ୍ଡିଖୋଲର ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • ହିମାଚଳର ୬ ବିଦ୍ରୋହୀ କଂଗ୍ରେସ ବିଧାୟକଙ୍କ ସଦସ୍ୟତା ରଦ୍ଦ
  • ||
  • ଉଦଳା: ସ୍କୁଟି- ବାଇକ୍ ଧକ୍କାରେ ଚାଲିଗଲା ୩ ଜଣ ଜୀବନ
  • ||
  • ୧୦ ବର୍ଷର ପ୍ରତୀକ୍ଷାର ଅନ୍ତ: ଆଜି ବକ୍ସ ଡ୍ରେନ୍‌ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ, ୪୫୦ କୋଟିରେ ହୋଇଛି ନିର୍ମାଣ
  • ||
  • ଭିଜିଲାନ୍ସ ଜାଲରେ ରାଉରକେଲା ESIC ସିନିଅର ଆସିଷ୍ଟାଣ୍ଟ ଅଭିରାମ ସାହୁ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ
  • ||
  • ବିଜେପି ସିଇସିର ପ୍ରଥମ ବୈଠକ: ଆଜି ୧୨୦ ପ୍ରାର୍ଥୀଙ୍କ ତାଲିକା ଜାରି କରିପାରେ ଦଳ
  • ||
  • ପଦ୍ମ ଧରିବେ ପ୍ରଶାନ୍ତ, ମନ୍ମଥ ! ଖୁବଶୀଘ୍ର ହୋଇପାରେ କିଛି ବଡ଼ ଘୋଷଣା
  • ||
  • ଜଳ ସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ଆତ୍ମହତ୍ୟା, ଫ୍ୟାନ୍‌ରେ ଝୁଲିପଡିଲେ ପ୍ରଦୀପ କୁମାର ଘୋଷ
  • ||
  • ସରିବ ଖଣ୍ଡଗିରି ଯାତ୍ରା ମହାକୁମ୍ଭ, ଆଜି ବିଦାୟ ନେବେ ୬ ଅପେରା ପାର୍ଟି
  • ||
  • ଟ୍ରକ୍ ସହ ବସ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୬ ଗୁରୁତର
  • ||
  • WPL-2024: ବିଜୟ ଖାତା ଖୋଲିଲା ୟୁପି ଓ୍ୱାରିୟର୍ସ, ୭ ୱିକେଟ୍‌ରେ ହାରିଲା ମୁମ୍ବାଇ ଇଣ୍ଡିଆନ୍ସ
  • ||
  • ଝଲସୁଛି ଉତ୍କଳ ବିଶ୍ୱବିଦ୍ୟାଳୟ, ୫୩ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ରାଜ୍ୟର ୫ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା, ଉପକୂଳ ଓଡ଼ିଶାରେ ବଢ଼ିବପାରେ ତାତି
  • ||

ବିରଳ ପ୍ରଜାତିର ଶାଗୁଣା ଉଦ୍ଧାର

ଫୁଲବାଣୀ,୨୭/୧ ଫିରିଙ୍ଗିଆ ବ୍ଲକ ଡିଣ୍ଡିରାଗାଁ ପଂଚାୟତର ଟେଲାପାଲି ଗ୍ରାମ ନିକଟ ନଦୀରୁ ଏହି ବିରଳ ପ୍ରଜାତିର ବିରାଟକାୟ ଶାଗୁଣାକୁ ଉଦ୍ଧାର କରାଯାଇଛି ।

 ସକାଳେ ଗ୍ରାମର କିଛି ଲୋକ ନଦୀକୁ ଶୌଚ ହେବାପାଇଁ ଯାଇଥିବା ବେଳେ ଏହି ଶାଗୁଣାକୁ ଦେଖି  ଫିରିଙ୍ଗିଆ ବନ ବିଭାଗକୁ ଖବର ଦେଇଥିଲେ। ଫିରିଙ୍ଗିଆ ରେଞ୍ଜର ରବୀନ୍ଦ୍ର କୁମାର ପାତ୍ର, ଫରେଷ୍ଟର ପ୍ରବୀଣ କୁମାର ଦାସ ,  ପାହାଡ ସ୍ବେଚ୍ଛାସେବୀ ସଙ୍ଗଠନର ମୂଖ୍ୟ ପଞ୍ଚାନନ ମିଶ୍ର ଓ ଅନ୍ୟ ବନବିଭାଗ କର୍ମଚାରୀ ସେଠାକୁ ଯାଇ  ଶାଗୁଣାକୁ ଉଦ୍ଧାର କରିଥିଲେ । ଉଦ୍ଧାର ପରେ ଶାଗୁଣାଟି ଅସୁସ୍ଥ ଥିବା ଜଣାପଡିଥିଲା। ଫୁଲବାଣୀ ବନଖଣ୍ଡ ଅଧିକାରୀ ପ୍ରଶାନ୍ତ କୁମାର ପଟେଲଙ୍କ ନିର୍ଦ୍ଦେଶ କ୍ରମେ ଅସୁସ୍ଥ ଶାଗୁଣାକୁ ଫୁଲବାଣୀ ପ୍ରାଣୀ ଚିକିତ୍ସାଳୟକୁ ନେଇ ଚିକିତ୍ସା କରାଯାଇଥିଲା। ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ଏହି  ବିରଳ ପକ୍ଷୀକୁ ନନ୍ଦନକାନନକୁ ପଠାଇବା ପାଇଁ ବ୍ୟବସ୍ଥା କରାଯିବ ବୋଲି  ଦାୟିତ୍ୱରେ ଥିବା ଫୁଲବାଣୀ ରେଞ୍ଜର ଶିବ ପ୍ରସାଦ ଲେଙ୍କା ସୂଚନା ଦେଇଛନ୍ତି। ଶାଗୁଣାର ରଙ୍ଗ ପାଉଁଶିଆ ଓ ଫିକା ହଳଦିଆ ଅଛି। ଏହା ଏକ ହିମାଲୟାନ ଗ୍ରିଫନ ଭଲଚର ବୋଲି ବନବିଭାଗ ପକ୍ଷରୁ ଅନୁମାନ କରାଯାଉଛି। କୌଣସି ପରିସ୍ଥିତିରେ ପକ୍ଷୀଟି ହିମାଳୟ ଅଞ୍ଚଳରୁ ଉଡି ଆସିଥାଇପାରେ ବୋଲି ବନବିଭାଗ କହିଛି।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.