ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ରୁପୁଦେଇପୁର ପେଟ୍ରୋଲ ଟାଙ୍କିରେ ଅଗ୍ନିକାଣ୍ଡ, ଜଳିଗଲା ଅଫିସ ଘର

କଣାସ ୦୪/୦୨: ପିପିଲି ସାତଶଙ୍ଖ ବଳଙ୍ଗାର ମୁଖ୍ୟ ରାସ୍ତାରେ ରୁପୁଦେଇପୁର ପେଟ୍ରୋଲ ଟାଙ୍କିରେ ଅଗ୍ନିକାଣ୍ଡ । ଅଳ୍ପକେ ବର୍ତ୍ତିଲେ ପେଟ୍ରୋଲ ପକାଇବାକୁ ଆସିଥିବା ଗ୍ରାହକ। ତୁରନ୍ତ ପିପିଲି ଅଗ୍ନିଶମ ବାହିନୀଙ୍କୁ ଅଗ୍ନିକାଣ୍ଡ ସମ୍ପର୍କରେ ଖବର ଦିଆଯାଇଥିଲା। ଘଟଣାସ୍ଥଳରେ ଅଗ୍ନିଶମ ଟିମ୍‌ ପହଞ୍ଚି ଫୋମ୍‌ ସ୍ପ୍ରେ ସାହାର୍ଯ୍ୟରେ ନିଆଁକୁ ଆୟତ୍ତ କରିବା ଉଦ୍ୟମ ଜାରି ରଖିଛନ୍ତି।

ପେଟ୍ରୋଲ ପମ୍ପ ନିକଟରେ ଥିବା ଏକ କାର୍ଯ୍ୟଳୟରେ ଭୟାବହ ଅଗ୍ନି କାଣ୍ଡ ଯୋଗୁ ପୋଡି ଜଳି ପାଉଁଶ ହୋଇଯାଇଥିବା ବେଳେ ବୁହ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଜଳିଯାଇଛି।  ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ତେବେ ବଡ଼ ଦୁର୍ଘଟଣା ଅଳ୍ପକେ ବର୍ତ୍ତିଯାଇ ପେଟ୍ରୋଲ ପମ୍ପ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.