ପ୍ରମୁଖ ଖବର
  • ପଦ୍ମ ଧରିଲେ ପ୍ରଶାନ୍ତ ଜଗଦେବ, ବିଜେଡିରୁ ହୋଇଥିଲେ ୨ ଥରର ବିଧାୟକ
  • ||
  • ରତ୍ନଭଣ୍ଡାର ଅଳଙ୍କାର ଲିଷ୍ଟ ପାଇଁ କମିଟି ଗଠନ, ୧୨ ଜଣିଆ କମିଟି ଗଠନ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ, ମହାରାଜ ଗଜପତିଙ୍କ ଅଧ୍ୟକ୍ଷତାରେ ବସିଛି ମିଟିଂ
  • ||
  • ମାର୍ଚ୍ଚ ୫​‌ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚଣ୍ଡିଖୋଲର ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • ହିମାଚଳର ୬ ବିଦ୍ରୋହୀ କଂଗ୍ରେସ ବିଧାୟକଙ୍କ ସଦସ୍ୟତା ରଦ୍ଦ
  • ||
  • ଉଦଳା: ସ୍କୁଟି- ବାଇକ୍ ଧକ୍କାରେ ଚାଲିଗଲା ୩ ଜଣ ଜୀବନ
  • ||
  • ୧୦ ବର୍ଷର ପ୍ରତୀକ୍ଷାର ଅନ୍ତ: ଆଜି ବକ୍ସ ଡ୍ରେନ୍‌ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ, ୪୫୦ କୋଟିରେ ହୋଇଛି ନିର୍ମାଣ
  • ||
  • ଭିଜିଲାନ୍ସ ଜାଲରେ ରାଉରକେଲା ESIC ସିନିଅର ଆସିଷ୍ଟାଣ୍ଟ ଅଭିରାମ ସାହୁ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ
  • ||
  • ବିଜେପି ସିଇସିର ପ୍ରଥମ ବୈଠକ: ଆଜି ୧୨୦ ପ୍ରାର୍ଥୀଙ୍କ ତାଲିକା ଜାରି କରିପାରେ ଦଳ
  • ||
  • ପଦ୍ମ ଧରିବେ ପ୍ରଶାନ୍ତ, ମନ୍ମଥ ! ଖୁବଶୀଘ୍ର ହୋଇପାରେ କିଛି ବଡ଼ ଘୋଷଣା
  • ||
  • ଜଳ ସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ଆତ୍ମହତ୍ୟା, ଫ୍ୟାନ୍‌ରେ ଝୁଲିପଡିଲେ ପ୍ରଦୀପ କୁମାର ଘୋଷ
  • ||
  • ସରିବ ଖଣ୍ଡଗିରି ଯାତ୍ରା ମହାକୁମ୍ଭ, ଆଜି ବିଦାୟ ନେବେ ୬ ଅପେରା ପାର୍ଟି
  • ||
  • ଟ୍ରକ୍ ସହ ବସ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୬ ଗୁରୁତର
  • ||
  • WPL-2024: ବିଜୟ ଖାତା ଖୋଲିଲା ୟୁପି ଓ୍ୱାରିୟର୍ସ, ୭ ୱିକେଟ୍‌ରେ ହାରିଲା ମୁମ୍ବାଇ ଇଣ୍ଡିଆନ୍ସ
  • ||
  • ଝଲସୁଛି ଉତ୍କଳ ବିଶ୍ୱବିଦ୍ୟାଳୟ, ୫୩ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ରାଜ୍ୟର ୫ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା, ଉପକୂଳ ଓଡ଼ିଶାରେ ବଢ଼ିବପାରେ ତାତି
  • ||

ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ସଚିବ ଦାୟିତ୍ୱ ନେଲେ ସଞ୍ଜୟ ଜାଜୁ

ଭୁବନେଶ୍ବର, ୫।୨ : ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ସଚିବ ଭାବେ ସଞ୍ଜୟ ଜାଜୁ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି।ସେ  ୧୯୯୨ ବ୍ୟାଚ ତେଲଙ୍ଗନା କ୍ୟାଡରର ଜଣେ  ଭାରତୀୟ  ପ୍ରଶାସନିକ ସେବା ଅଧିକାରୀ। ଶ୍ରୀ ଜାଜୁ ଦାୟିତ୍ୱ ଗ୍ରହଣ କରିବା ସମୟରେ  ମନ୍ତ୍ରଣାଳୟର ପୂର୍ବତନ ସଚିବ ଅପୂବ ଚନ୍ଦ୍ର, ଅନ୍ୟ ବରିଷ୍ଠ ଅଧିକାରୀ ଏବଂ ବିଭିନ୍ନ ଗଣମାଧ୍ୟମ ବିଭାଗର ପଦାଧିକାରୀମାନେ ସ୍ବାଗତ ଜଣାଇଥିଲେ।

ଏଥି ପୂବରୁ ଶ୍ରୀ ଜାଜୁ ୨୦୧୮ ରୁ ୨୦୨୩ ପର୍ଯ୍ୟନ୍ତ ଭାରତ ସରକାରଙ୍କ ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରିଥିବା ବେ‌ଳେ‌  ଅକ୍ଟୋବର ୨୦୧୪ରୁ ମାର୍ଚ୍ଚ ୨୦୧୮ ପର୍ଯ୍ୟନ୍ତ ଜାତୀୟ ରାଜପଥ ଓ ଭିତ୍ତିଭୂମି ବିକାଶ ନିଗମ ଲିମିଟେଡର ନିବେଶକ ଭାବେ ଦାୟିତ୍ୱ ନିର୍ବାହ କରିଥିଲେ । ସେ ୨୦୧୧ ମେ ‌ଠାରୁ୨୦୧୪ ଅକ୍ଟୋବର  ପର୍ଯ୍ୟନ୍ତ ଆନ୍ଧ୍ର ପ୍ରଦେଶ ସରକାରଙ୍କ ଇଲେକ୍ଟେ୍ରାନିକ୍ସ ଆଇଟି ଓ ଯୋଗାଯୋଗ ବିଭାଗର ସଚିବ ଭାବେ କାର୍ଯ୍ୟରତ ଥିଲେ।

ଆହୁରି ପଢନ୍ତୁ : ବାବା ସାହେବ ଭୀମ ରାଓ ଆମ୍ବେଦକର ବସ ଟର୍ମିନାଲ ନାମରେ ନାମିତ ହେବ ବରମୁଣ୍ଡା ବସଷ୍ଟାଣ୍ଡ : ମୁଖ୍ୟମନ୍ତ୍ରୀ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.