ପ୍ରମୂଖ ଖବର
  • ଜଗନ ମୋହନ ରେଡ୍ଡୀଙ୍କ ବିରୋଧରେ ହତ୍ୟା ଉଦ୍ୟମ ମାମଲା, ହୋଇପାରନ୍ତି ଗିରଫ
  • ||
  • ଦକ୍ଷିଣ ମୋଡ଼ ନେଇ ନାକଚଣା ଦ୍ୱାରରେ ଲାଗିଲା ତାଳଧ୍ୱଜ, ଦର୍ପଦଳନ, ଆଜି ନନ୍ଦିଘୋଷର ଦକ୍ଷିଣ ମୋଡ଼
  • ||
  • ଆସୁଛି ଲଘୁଚାପ: ରବିବାରଠାରୁ ରାଜ୍ୟରେ ପ୍ରବଳ ବର୍ଷା, ୧୫ରୁ ୨୧ ଯାଏଁ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||

ପୁରୀ ଜିଲ୍ଲାରେ ବିନା ଅନୁମତିରେ ହେବନି ସଭା ଓ ଶୋଭାଯାତ୍ରା, ମାଇକ୍ ବ୍ୟବହାର ଉପରେ କଟକଣା

ପୁରୀ, ୧୫/୯ : ପୁରୀ ଜିଲ୍ଲାରେ ଧାରା ୩୦ ଲାଗୁ। ଏହା ଚଳିତ ମାସ ୫ ତାରିଖ ଠାରୁ ଡିସେମ୍ବର ୩ ତାରିଖ ଯାଏଁ ୯୦ ଦିନ ପର୍ଯ୍ୟନ୍ତ ସମସ୍ତ ପୁରୀ ଜିଲ୍ଲାରେ ଲାଗୁ କରାଯାଇଛି। ଫଳରେ ସମସ୍ତ ପୋଲିସ ଷ୍ଟେସନ ଅଞ୍ଚଳ, ପୁରୀ ମୁନିସିପାଲ୍ଟି, ପିପିଲି, କୋଣାର୍କ ଓ ନିମାପଡା ଏନଏସି ଅଞ୍ଚଳରେ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ବିନା ଅନୁମତିରେ ସଭା, ଶୋଭାଯାତ୍ରା, ମାଇକ ବ୍ୟବହାରକୁ ବେଆଇନ ଘୋଷଣା କରାଯାଇଛି। ଏନେଇ ଏସପି ଡା. କନୱର ବିଶାଲ ସିଂ ସୂଚନା ଦେଇଛନ୍ତି।


  • prameyanews
  • PrameyaOdia
  • prameya
  • puri news
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.